Friday, June 6, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବନ୍ଧୁକ ଦେଖାଇ ଲୁଟିନେଲେ..

Sanchar Live by Sanchar Live
May 14, 2025
in ଅପରାଧ
0
ବନ୍ଧୁକ ଦେଖାଇ ଲୁଟିନେଲେ..
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ  । ଘରେ ପଶି ମାଡ଼ ମାରିବା ସହ ମାରଣାସ୍ତ୍ର ଦେଖାଇ ଲୁଟ୍‌ କରିଛନ୍ତି ଲୁଟେରା । ବାଲେଶ୍ବର ଜିଲ୍ଲା ସୋର ଥାନା ଅଂଚଳରେ ଏଭଳି ଘଟଣା ଘଟିଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦେବେନ୍ଦ୍ର ପ୍ରସାଦ ପାତ୍ରଙ୍କ ଘରୁ ଗତକାଲି ରାତିରେ କଳାକନା ବୁଲାଇଛନ୍ତି ଦୁବୃତ । ଗତକାଲି ବିଳମ୍ବିତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ୬ ଦୁର୍ବୁତ ଘରେ ପଶି ତାଙ୍କ ସ୍ତ୍ରୀ ଓ ବୋହୁକୁ ବାନ୍ଧି ବେକରେ ଭୁଜାଲି ଓ ମୁଣ୍ଡରେ ବନ୍ଧୁକ ଲଗାଇଥିଲେ । ଘରେ ଥିବା ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ଗହଣା ଲୁଟ କରିବା ସହିତ ସେମାନଙ୍କୁ ମାଡ଼ ମାରିଥିଲେ। ସୋର ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

Tags: balasorecrimeloot
ShareTweetShareSend
Sanchar Live

Sanchar Live

Next Post
ପାଣି ପାଇଁ ରାସ୍ତାରେ ବସିଲେ ଲୋକେ..

ପାଣି ପାଇଁ ରାସ୍ତାରେ ବସିଲେ ଲୋକେ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.