Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମିଶିଗଲା ମମତା ଓ ମାତୃବନ୍ଦନା ଯୋଜନା, ଝିଅ ଜନ୍ମ ହେଲେ ମିଳିବ ୧୨ ହଜାର, ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା

Sanchar Live by Sanchar Live
May 15, 2025
in ଓଡିଶା
0
ମିଶିଗଲା ମମତା ଓ ମାତୃବନ୍ଦନା ଯୋଜନା, ଝିଅ ଜନ୍ମ ହେଲେ ମିଳିବ ୧୨ ହଜାର, ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା
0
SHARES
88
VIEWS
FacebookTwitter

ରାଜ୍ୟରେ ମମତା ଓ ମାତୃବନ୍ଦନା ଯୋଜନା କାର୍ଯ୍ୟକାରୀ ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର । ଚଳିତ ବର୍ଷ ଏପ୍ରିଲ ୧ରୁ ଦୁଇଟିଯାକ ଯୋଜନା କାର୍ଯ୍ୟକାରୀ ହେବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି ।
ଝିଅ ଜନ୍ମ ହେଲେ ମା’କୁ ମିଳିବ ୧୨ ହଜାର, ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା ।

ଆଗରୁ ମମତା ଯୋଜନାରେ ଝିଅ ଝିଅ ଜନ୍ମ ହେଲେ ମା’କୁ ୧୦ ହଜାର ଟଙ୍କା ମିଳୁଥିଲା । ଏବେ ୧୨ ହଜାର ଟଙ୍କା ମିଳିବ । ପୂର୍ବରୁ ପୁଅ ଜନ୍ମ ହେଲେ ମିଳିବ ୧୦ ହଜାର ଟଙ୍କା ମିଳୁଥିଲା ଏବେ ସେତିକି ମିଳିବ ।

ଆଜିର କ୍ୟାବିନେଟ ବୈଠକରେ ୬ ଟି ପ୍ରସ୍ତାବ ଅନୁମୋଦନ କରାଯାଇଛି । ରାଜ୍ୟ କ୍ୟାବିନେଟରେ ନୂଆ ସଂରକ୍ଷଣ ଲାଗୁ ନିଷ୍ପତ୍ତି । ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେହିପରି ଉଚ୍ଚଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ଲାଗୁ ନେଇ ନିଷ୍ପତ୍ତି ହୋଇଛି । ୧୧.୨୫ ପ୍ରତିଶତ ଆସନ ସଂରକ୍ଷଣ ନେଇ ବ୍ୟବସ୍ଥା କରାଯାଇଛି । ସ୍ନାତକ, ସ୍ନାତକୋତ୍ତର କ୍ଷେତ୍ରରେ ଲାଗୁ ହେବ । ୨୦୨୫-୨୬ ଶିକ୍ଷା ବର୍ଷରୁ ଲାଗୁ କରିବାକୁ ନିଷ୍ପତ୍ତି ହୋଇଛି ।

Tags: mamata yojanamatrubandana
ShareTweetShareSend
Sanchar Live

Sanchar Live

Next Post
ବିଜେଡି ସଂଖ୍ୟାଲଘୁ ସେଲ୍‌ କମିଟିରୁ ମୁନା ଖାନ୍ ଇସ୍ତଫା ଦେଇଥିବା ଚର୍ଚ୍ଚା

ବିଜେଡି ସଂଖ୍ୟାଲଘୁ ସେଲ୍‌ କମିଟିରୁ ମୁନା ଖାନ୍ ଇସ୍ତଫା ଦେଇଥିବା ଚର୍ଚ୍ଚା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.