Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଉନ୍ମୋଚିତ ହେଲା ’ଭକ୍ତି ଅର୍ଘ୍ୟ’ ପୁସ୍ତକ

Sanchar Live by Sanchar Live
August 24, 2024
in ଓଡିଶା
0
ଉନ୍ମୋଚିତ ହେଲା ’ଭକ୍ତି ଅର୍ଘ୍ୟ’ ପୁସ୍ତକ
0
SHARES
21
VIEWS
FacebookTwitter

ସଂଚାର ବ୍ୟୁରୋ: ଉନ୍ମୋଚିତ ହେଲା ପ୍ରଫୁଲ୍ଲ ମହାଳିକଙ୍କ ଦ୍ଵାରା ଲିଖିତ  ଭକ୍ତି ଅର୍ଘ୍ୟ’  ପୁସ୍ତକ। ଶୁକ୍ରବାର ଲୋକସେବା ଭବନରେ ଓଡ଼ିଶା ସରକାରଙ୍କ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କ କର କମଳରେ ଉନ୍ମୋଚିତ ହୋଇଛି। ପ୍ରଫୁଲ୍ଲ ମହାଳିକ ଏକାଧାରରେ ଜଣେ ସୁନାମଧନ୍ୟ ଲେଖକ,ଗାଳ୍ପିକ,କବି ଓ ଶିଶୁ ସାହିତ୍ୟିକ। ସାହିତ୍ୟ ,ଗଳ୍ପ ଓ କବିତା କ୍ଷେତ୍ରରେ ତିନି ଦଶନ୍ଧିରୁ ଉର୍ଦ୍ଧ୍ୱ ସମୟ ଧରି ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ରୀ ମହାଳିକ ବହୁବାର ବିଭିନ୍ନ ପ୍ରତିଷ୍ଠିତ ଅନୁଷ୍ଠାନ ମାନଙ୍କ ଦ୍ଵାରା ସମ୍ମାନିତ ହୋଇଛନ୍ତି । ଏହାସହ ସେ ଶିଶୁ ସାରଥୀ ଉପାଧିରେ ମଧ୍ୟ ବିଭୂଷିତ ହୋଇଛନ୍ତି। ପ୍ରଫୁଲ୍ଲ ସାତରୁ ଉର୍ଦ୍ଧ୍ବ ଗଳ୍ପ କବିତା ପୁସ୍ତକ ରଚନା କରିଅଛନ୍ତି। ଯାଜପୁର ନିବାସୀ ଶ୍ରୀ ମହାଳିକ ଜଣେ ଅବସରପ୍ରାପ୍ତ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ଅଟନ୍ତି l

Tags: lokaseba bhawanodisha
ShareTweetShareSend
Sanchar Live

Sanchar Live

Next Post
ASI କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ASI କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.