Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବତନ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ଅସୁସ୍ଥ  

Sanchar Live by Sanchar Live
August 24, 2024
in ଓଡିଶା
0
ପୂର୍ବତନ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡା ଅସୁସ୍ଥ  
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: କଳାହାଣ୍ଡି ପୂର୍ବତନ ସାଂସଦ ବସନ୍ତ ପଣ୍ଡା ଅସୁସ୍ଥ ହୋଇପଡ଼ିଛନ୍ତି । ଉଚ୍ଚତର ଚିକିତ୍ସା ପାଇଁ ତାଙ୍କୁ ଏୟାରଲିଫ୍ଟ କରି ମୁମ୍ବାଇ ସ୍ଥାନାନ୍ତର କରାଯାଇଛି । ଗତ ୧୯ତାରିଖରେ ପୂର୍ବତନ ସାଂସଦ ଶ୍ରୀ ପଣ୍ଡା ରାଜ୍ୟସ୍ତରୀୟ ଦଳୀୟ ବୈଠକରେ ଯୋଗଦେବା ପାଇଁ ଭୁବନେଶ୍ୱର ଯାଇଥିଲେ । ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେବା ପରେ ସାମାନ୍ୟ ଅସୁସ୍ଥ ଅନୁଭବ କରିଥିଲେ ।

ପରିବାର ଲୋକେ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି କରିଥିଲେ । ପରୀକ୍ଷାରୁ ତାଙ୍କର ହୃଦ୍ରୋଗଜନିତ ସମସ୍ୟା ଥିବା ଜଣାପଡ଼ିଥିଲା । ହାର୍ଟରେ ବ୍ଲକେଜ୍ ରହିଥିବା ଡାକ୍ତର କହିଥିଲେ । ଏଣୁ କୌଣସି ଏକ ବଡ଼ ଡାକ୍ତରଖାନାକୁ ଚିକିତ୍ସା ପାଇଁ ପରାମର୍ଶ ଦେଇଥିଲେ ।

ଶୁକ୍ରବାର ସକାଳେ ପରିବାର ଲୋକେ ଏୟାରଲିଫ୍ଟ କରି ତାଙ୍କୁ ମୁମ୍ବାଇସ୍ଥିତ ଏସିଆନ ହାର୍ଟ ହସ୍ପିଟାଲକୁ ସ୍ଥାନାନ୍ତର କରିଛନ୍ତି । ଶ୍ରୀ ପଣ୍ଡାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ପୂର୍ବତନ ସାଂସଦ ଶ୍ରୀ ପଣ୍ଡାଙ୍କ ପୁଅ ତଥା ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସଭାପତି ଅଭିନନ୍ଦନ ପଣ୍ଡା ଓ ପରିବାର ଲୋକେ ମୁମ୍ବାଇରେ ଅଛନ୍ତି । ଶ୍ରୀ ପଣ୍ଡା ଅସୁସ୍ଥ ହେବା ଖବର ପ୍ରଚାର ପରେ ସମର୍ଥକ ଓ ପ୍ରଶଂସକମାନେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

 

Tags: basanta pandaodisha
ShareTweetShareSend
Sanchar Live

Sanchar Live

Next Post
ଗିରଫ ହେଲେ OSRTC ଚିଫ୍ ଆକାଉଣ୍ଟ ଅଫିସର

ଗିରଫ ହେଲେ OSRTC ଚିଫ୍ ଆକାଉଣ୍ଟ ଅଫିସର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.