Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆଜି ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ

Sanchar Live by Sanchar Live
May 17, 2025
in ରାଜନୀତି
0
ଆଜି ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ
0
SHARES
10
VIEWS
FacebookTwitter

ଆଜି ନବୀନ ନିବାସରେ ବସିବ ବିଜେଡିର ରାଜନୈତିକ ବ୍ୟାପାର କମିଟିର ପ୍ରଥମ ବୈଠକ ।  ନିକଟରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜନୈତିକ ବ୍ୟାପାର କମିଟି ଗଠନ କରିଥିଲେ । ରାଜନୈତିକ ବ୍ୟାପାର କମିଟି ହେଉଛି ବିଜେଡିର ଉଚ୍ଚସ୍ତରୀୟ କମିଟି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି କମିଟିରେ ମୋଟ ୧୦ ଜଣ ସଦସ୍ୟ ରହିଛନ୍ତି ।

ଗୁରୁତ୍ବପୂର୍ଣ୍ଣ କଥା ହେଉଛି, କମିଟିରେ ଅନେକ ବରିଷ୍ଠ ନେତାଙ୍କୁ ସାମିଲ କରାଯାଇନାହିଁ । ରାଜା ସ୍ୱାଇଁ, ପ୍ରସନ୍ନ ଆଚାର୍ଯ୍ୟ, ଅନଙ୍ଗ ଉଦୟ ସିଂହଦେଓ, ଦେବୀ ମିଶ୍ର, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକଙ୍କ ଭଳି ପୁରୁଖା ନେତାଙ୍କୁ କମିଟିରେ ସ୍ଥାନ ମିଳିନାହିଁ ।

ଆଗାମୀ ଦିନରେ ବିଜେଡିର ବିଭିନ୍ନ କାର୍ଯ୍ୟକ୍ରମ ଓ ସାମ୍ପ୍ରତିକ ରାଜନୈତିକ ପରିସ୍ଥିତି ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି । ଏହି କମିଟି ନିର୍ବାଚନୀ ରଣନୀତି, ପ୍ରାର୍ଥୀ ଚୟନ ଏବଂ ନୀତି ପ୍ରଣୟନ ସହିତ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ନିଷ୍ପତ୍ତି ନେବ । କମିଟିର ପ୍ରଥମ ବୈଠକ ବସୁଥିବାରୁ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ଲାଗିପାରେ ।  ରାଜନୈତିକ ବ୍ୟାପାର କମିଟି ହେଉଛି ବିଜେଡିର ଶୀର୍ଷ ସ୍ତରୀୟ ନିଷ୍ପତ୍ତି ଗ୍ରହଣକାରୀ କମିଟି

Tags: bjdodisha
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ବଢ଼ିବ କାଳବୈଶାଖୀ ପ୍ରକୋପ

ଆଜିଠୁ ବଢ଼ିବ କାଳବୈଶାଖୀ ପ୍ରକୋପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.