Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ନିଜ ରେକର୍ଡ ଭାଙ୍ଗିଲେ ନୀରଜ ଚୋପ୍ରା

Sanchar Live by Sanchar Live
May 17, 2025
in କ୍ରୀଡ଼ା
0
ନିଜ ରେକର୍ଡ ଭାଙ୍ଗିଲେ ନୀରଜ ଚୋପ୍ରା
0
SHARES
12
VIEWS
FacebookTwitter

ନିଜ ରେକର୍ଡ ଭାଙ୍ଗିଲେ ନୀରଜ ଚୋପ୍ରା । ଦୋହା ଡାଇମଣ୍ଡ ଲିଗ୍‌ରେ ୯୦.୨୩ ମିଟର୍ ଜାଭେଲିନ୍ ଥ୍ରୋ’ କରି କ୍ୟାରିଅର୍‌ର ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି ଦୁଇଥରର ଅଲିମ୍ପିକ୍ସ ପଦକ ବିଜେତା । ଲିଗ୍‌ର ଜାଭେଲିନ୍ ଇଭେଣ୍ଟରେ ନୀରଜ ନିଜର ତୃତୀୟ ପ୍ରୟାସରେ ୯୦.୨୩ ମିଟର ଥ୍ରୋ’ କରି ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି । ତେବେ ଜର୍ମାନୀର ଭେଟେରାନ୍ ଜୁଲିୟନ ୱେବର ୯୧.୦୬ ମିଟର ଥ୍ରୋ’ ସହ ପ୍ରଥମ ସ୍ଥାନରେ ରହିଛନ୍ତି । ୱେବର ନିଜର ଷଷ୍ଠ ପ୍ରୟାସରେ ଏହି ସଫଳତା ପାଇଛନ୍ତି । ନୀରଜଙ୍କ ବ୍ୟତୀତ ଭାରତର ଅନ୍ୟତମ ଖେଳାଳି ତଥା ଓଡ଼ିଶାର କିଶୋର ଜେନା ନୈରାଶ୍ୟଜନକ ପ୍ରଦର୍ଶନ କରି ଅଷ୍ଟମ ସ୍ଥାନରେ ରହିଛନ୍ତି । ଲିଗ୍‌ରେ ନୀରଜ ନିଜର ପ୍ରଥମ ପ୍ରୟାସରେ ଦମଦାର ପ୍ରଦର୍ଶନ କରିଥିଲେ । ସେ ୮୮.୪୪ ମିଟର ଜାଭେଲିନ୍ ଥ୍ରୋ’ କରିଥିଲେ । ତେବେ ଦ୍ୱିତୀୟ ପ୍ରୟାସ ଫାଉଲ୍ ରହିଥିବା ବେଳେ ତୃତୀୟ ପ୍ରୟାସରେ ସଫଳତା ପାଇଥିଲେ । ପ୍ରଥମଥର ନୀରଜ କ୍ୟାରିଅର୍‌ରେ ୯୦ ମିଟର ବାଧା ଅତିକ୍ରମ କରିଛନ୍ତି । ଏଥିସହ ନୀରଜ ଜାଭେଲିନ୍‌ ଥ୍ରୋ’ରେ ଜାତୀୟ ରେକର୍ଡ ସ୍ଥାପନ କରିଛନ୍ତି । କିଶୋର ପ୍ରଥମ ପ୍ରୟାସରେ ୭୮.୬୦ ମିଟର ଥ୍ରୋ’ କରିଥିଲେ ।

Tags: neeraj choprarecord
ShareTweetShareSend
Sanchar Live

Sanchar Live

Next Post
ବିବାଦରେ ଲବ ହାଂସଦା

ବିବାଦରେ ଲବ ହାଂସଦା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.