Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୋଲାଭରମ ବିବାଦ: ପ୍ରଥମଥର ପାଇଁ ବୈଠକ କରିବେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
May 19, 2025
in ଓଡିଶା
0
ପୋଲାଭରମ ବିବାଦ: ପ୍ରଥମଥର ପାଇଁ ବୈଠକ କରିବେ ପ୍ରଧାନମନ୍ତ୍ରୀ
0
SHARES
8
VIEWS
FacebookTwitter

ଆନ୍ଧ୍ର ପ୍ରଦେଶ ନିର୍ମାଣ କରୁଥିବା ପୋଲାଭରମ ପ୍ରକଳ୍ପକୁ ନେଇ ବଡ଼ ବୈଠକ କରିବାକୁ ଯାଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆସନ୍ତା ୨୮ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତରେ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ବୈଠକରେ ପ୍ରକଳ୍ପ ସହିତ ଜଡ଼ିତ ଥିବା ଓଡ଼ିଶା, ଛତିଶଗଡ଼, ଆନ୍ଧ୍ର ଏବଂ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ସାମିଲ ହେବେ ।

ପୋଲାଭରମକୁ ନେଇ ପ୍ରଧାନମନ୍ତ୍ରୀ ଏବଂ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ଏହା ପ୍ରଥମ ବୈଠକ ହେବାକୁ ଯାଉଛି । ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ସିଧାସଳକ ହସ୍ତକ୍ଷେପ କରିବାକୁ ଯାଉଛନ୍ତି । ମେ ୨୮ ତାରିଖରେ ୪ ରାଜ୍ୟ ମୁଖ୍ୟମନ୍ତ୍ରୀ, ଜଳ ସମ୍ପଦ ବିଭାଗର ଅଧିକାରୀ, ବିଭାଗୀୟ ମନ୍ତ୍ରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହେବାର ରହିଛି । ଏହ ସହିତ ବୈଠକରେ କେନ୍ଦ୍ର ଜଳ ଶକ୍ତି, କେନ୍ଦ୍ର ଜଳ ଆୟୋଗ ଏବଂ ପୋଲାଭରମ ପ୍ରକଳ୍ପ ଅଧିକାରୀମାନ ଉପସ୍ଥିତ ରହିବେ । ଭିଡ଼ିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ବୈଠକ କରିବେ ।

ପୋଲାଭରମ ପ୍ରକଳ୍ପ ଆନ୍ଧ୍ର ପ୍ରଦେଶ ତାର ଜୀବନ ରେଖା ବୋଲି କହୁଛି । ଏହା ପୂର୍ବରୁ ଅନେକ ଉଚ୍ଚ ସ୍ତରୀୟ ବୈଠକ ହେବା ସହିତ ପିଟିସନ୍ ମଧ୍ୟ ଦାଖଲ କରାଯାଇଛି । ଓଡ଼ିଶା, ଛତିଶଗଡ଼ ଏବଂ ତେଲେଙ୍ଗାନା ମାନ୍ୟବର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ସାରିଛନ୍ତି । କିନ୍ତୁ କୌଣସି ଗୋଟିଏରୁ ବି ନିଷ୍କର୍ଷ ବାହାରିପାରି ନାହିଁ । ପୋଲଭରମକୁ କେନ୍ଦ୍ର ସରକାର ଜାତୀୟ ପ୍ରକଳ୍ପ ବୋଲି ଘୋଷଣା କରିଛନ୍ତି । ଗୋଟିଏ ପଟେ ଆନ୍ଧ୍ର ପ୍ରଦେଶରେ ବର୍ତ୍ତମାନ ଏନଡିଏ ସମର୍ଥିତ ସରକାର ରହିଛି । ଅନ୍ୟପକ୍ଷେ ପ୍ରଥମଥର ପାଇଁ ପ୍ରଧାନମନ୍ତ୍ରୀ ସିଧାସଳକ ହସ୍ତକ୍ଷେପ କରିବାକୁ ଯାଉଛନ୍ତି । ତେଣୁ ଏଥର ସମାଧାନ ବାଟ ଫିଟିବ ବୋଲି ଆଶା କରାଯାଉଛି ।

 

Tags: narendramodiodishaPolabharam
ShareTweetShareSend
Sanchar Live

Sanchar Live

Next Post
ଅଦିନିଆ ବର୍ଷାରେ ଜଳାର୍ଣ୍ଣବ ବେଙ୍ଗାଲୁରୁ

ଅଦିନିଆ ବର୍ଷାରେ ଜଳାର୍ଣ୍ଣବ ବେଙ୍ଗାଲୁରୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.