Thursday, May 7, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ହାଇକୋର୍ଟ ବିଚାରପତିଙ୍କୁ ମିଳିବ ପୂରା ପେନସନ

Sanchar Live by Sanchar Live
May 19, 2025
in ଭାରତ
0
ହାଇକୋର୍ଟ ବିଚାରପତିଙ୍କୁ ମିଳିବ ପୂରା ପେନସନ
0
SHARES
8
VIEWS
FacebookTwitter

ଚାକିରିରେ ଆଗପଛ ନାହିଁ । କିଏ କେତେବେଳେ ବିଚାରପତି ହେଲେ କିଏ କେତେବେଳେ ବାରରେ ଯୋଡିହେଲେ କିଛି ଦେଖାଯିବ ନାହିଁ ।
ଅବସରପ୍ରାପ୍ତ ହାଇକୋର୍ଟ ମୁଖ୍ଯ ବିଚାରପତି ଓ ବିଚାରପତିଙ୍କୁ ମିଳିବ ପୂରା ପେନସନ । ଏନେଇ ଆଜି ସୁପ୍ରିମକୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯେ କୌଣସି ସମଯରେ ଚାକିରି କରିଥିଲେ ବି ସେମାନଙ୍କ ଅବସର ପରେ ମୁଖ୍ଯ ବିଚାରପତିଙ୍କୁ ବାର୍ଷିକ ୧୫ ଲକ୍ଷ ଟଙ୍କା ଦେବାକୁ ପ୍ରଧାନବିଚାରପତିଙ୍କ ଅଧ୍ଯକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ବିଚାରପତିଙ୍କୁ ବାର୍ଷିକ ୧୩ ଲକ୍ଷ ୫୦ ହଜାର ଦେବାକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ବିଚାରପତିଙ୍କ କାର୍ଯ୍ଯକାଳକୁ ଦେଖି କୌଣସି ପକ୍ଷପାତ କରାଯିବନି ବୋଲି ଖଣ୍ଡପୀଠ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁମାନେ ଅତିରିକ୍ତ ବିଚାରପତି ନିଯୁକ୍ତ ହୋଇ ଅବସର ନେଇଥିଲେ ମଧ୍ଯ ସେମାନଙ୍କୁ ପେନସନ ବାବଦକୁ ବିଚାରପତିଙ୍କ ପେନସନ ପରି ୧୩ ଲକ୍ଷ ୫୦ ହଜାର ଟଙ୍କା ମିଳିବ ।.. ..

Tags: highcourtsuprime court
ShareTweetShareSend
Sanchar Live

Sanchar Live

Next Post
କିନ୍ନର ପୂଜକଙ୍କୁ ପିଟିପିଟି ହତ୍ୟା

କିନ୍ନର ପୂଜକଙ୍କୁ ପିଟିପିଟି ହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅପରେସନ ସିନ୍ଦୂରକୁ ଆଜି ପୁରିଛି ବର୍ଷେ
  • ଗୁରୁବାର : ଅଚାନକ ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ଟଙ୍କା
  • ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ଗୁଳି କରି ହତ୍ୟା
  • ୫ ଦିନ ବନ୍ଦ ରହିପାରେ SBI ବ୍ୟାଙ୍କ ସେବା
  • ଆଜି ପୁଣି ବଢିଲା ସୁନା- ରୂପା ଦର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.