Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ବସିବ ଛତିଶା ନିଯୋଗ ବୈଠକ

Sanchar Live by Sanchar Live
May 21, 2025
in ଓଡିଶା
0
ଆଜି ବସିବ ଛତିଶା ନିଯୋଗ ବୈଠକ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ବସିବ ଛତିଶା ନିଯୋଗ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ବସିବ। ରାଜେନ୍ଦ୍ରଭିଷେକ ଠାରୁ ଆରମ୍ଭ କରି ନୀଳିଦ୍ରି ବିଜେ ପର୍ଯ୍ୟନ୍ତ ନୀତିକାନ୍ତିର ନୀତି ନିର୍ଘଣ୍ଟ କରାଯିବ । କୌଣସି ନୀତିରେ ଯେପରି ବିଳମ୍ବ ନ ହେବ ସେଥିପ୍ରତି ଅଧିକ ଗୁରୁତ୍ୱ ଦିଆଯିବ । ସଂଧ୍ୟ୍ୟା ୫ଟାରେ ନୀଳାଦ୍ରି ଭକ୍ତ ନିବାସରେ ଛତିଶାନିଯୋଗ ଏହି ବୈଠକ ବସୁଛି। ସ୍ନାନ ପୂର୍ଣ୍ଣିମାରେ ଜଳ ଲାଗି, ହାତୀ ବେଶକୁ କିପରି ଶୃଙ୍ଖଳିତ କରାଯିବ ସେ ନେଇ ନିଆଯିବ ନିଷ୍ପତ୍ତି । ସେହିପରି ଅନବସର ନୀତି, ଶ୍ରୀଗୁଣ୍ତିଚା ଯାତ୍ରା ସହିତ ସୁନାବେଶ, ନୀଳାଦ୍ରି ବିଜେକୁ ନେଇ ମଧ୍ୟ ଆଲୋଚନା ହେବ। ରଥଯାତ୍ରା ସମୟରେ ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ରହିଛି ବୈଠକରେ ଫୋକସ୍ ରେ। ଏହି ବୈଠକରେ ଛତିଶାନିଯୋଗ ମହାନାୟକ, ଜିଲ୍ଲାପାଳ, ଏସପିଙ୍କ ସମେତ ସମସ୍ତ ପ୍ରାଶାସନିକ ଅଧିକାରୀ ଉପସ୍ଥିତ ରହିବେ।

Tags: chatisha nijog meetingpuri
ShareTweetShareSend
Sanchar Live

Sanchar Live

Next Post
ଖୋଲୁଛି ଜ୍ୟୋତି-ପ୍ରିୟଙ୍କା ପେଡ଼ି

ଖୋଲୁଛି ଜ୍ୟୋତି-ପ୍ରିୟଙ୍କା ପେଡ଼ି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.