Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବଡ଼ ଧରଣର ମାଓବାଦୀ ଏନକାଉଣ୍ଟର : ୩୦ ନିହତ

Sanchar Live by Sanchar Live
May 21, 2025
in ଭାରତ
0
ବଡ଼ ଧରଣର ମାଓବାଦୀ ଏନକାଉଣ୍ଟର : ୩୦ ନିହତ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଛତିଶଗଡ଼ ନାରାୟଣପୁର ଜିଲ୍ଲାରେ ବଡଧରଣର ନକ୍ସଲ ବିରୋଧୀ ଅପରେସନ। ନକ୍ସଲ ଓ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ, ଯବାନ ମଧ୍ୟରେ ସଂଘର୍ଷ। ନକ୍ସଲ ଅପରେସନରେ ପ୍ରାଣ ହରାଇଛନ୍ତି ୩୦ରୁ ଅଧିକ ନକ୍ସଲ। ଘଟଣାରେ ଜଣେ ଯବାନ ସହିଦ ହୋଇଛନ୍ତି। ନାରାୟଣପୁର ଅନ୍ତର୍ଗତ ଆବୁଜମାଦ ଅଞ୍ଚଳରେ ହୋଇଛି ନକ୍ସଲ ଅପରେସନ। ଅପରସେନରେ ସାମିଲ ହୋଇଛନ୍ତି ନାରାୟଣପୁର, ବିଜାପୁର ଓ ଦାନ୍ତେୱାଡାର ଡିଆରଜି ଯବାନ। ଜଙ୍ଗଲରେ ନକ୍ସଲ ଥିବା ସୂଚନା ପାଇ ସେଠାରେ ହୋଇଥିଲା ଅପରେସନ। ମାଓବାଦୀଙ୍କ ମ୍ୟାଡ ଡିଭିଜନର କିଛି ବରିଷ୍ଠ କର୍ମକର୍ତ୍ତା ସେଠାରେ ସୂଚନା ମିଳିବା ପରେ ଅପରେସନ ଆରମ୍ଭ ହୋଇଥିଲା। ବିଜାପୁର ଜିଲ୍ଲାରେ ଅପରେସନରେ ୧୫ ନକ୍ସଲ ନିହତ ଘଟଣା ପରେ ଏହି ବଡ଼ଧରଣର ଅପରେସନ ହୋଇଛି। ଅପରେସନରେ ବହୁ ଟପ ମାଓନେତା ପ୍ରାଣ ହରାଇଥିବା କୁହାଯାଉଛି।

Tags: chatishgarhencounternaxal
ShareTweetShareSend
Sanchar Live

Sanchar Live

Next Post
ପାକିସ୍ତାନରେ ସ୍କୁଲ ବସ୍ ଉପରେ ଆତଙ୍କବାଦୀ ହମଲା ହମଲାରେ ୫ ଛାତ୍ରଛାତ୍ରୀ ମୃତ

ପାକିସ୍ତାନରେ ସ୍କୁଲ ବସ୍ ଉପରେ ଆତଙ୍କବାଦୀ ହମଲା ହମଲାରେ ୫ ଛାତ୍ରଛାତ୍ରୀ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.