Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
May 23, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
58
VIEWS
FacebookTwitter

ମେଷ:- ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ହେବ । ପରିବାରକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ । ଅଫିସରେ ଉପରିସ୍ଥ କର୍ମଚାରୀ ଆପଣଙ୍କ କାମ ଦେଖି ଖୁସି ହେବେ । ଇଂଜିନିୟର ଛାତ୍ରଙ୍କ ଲାଗି ଦିନଟି ଭଲ ।

ବୃଷ:- ବୁଲାବୁଲିରେ ଅଧିକ ସମୟ ବିତାଇବେ। ଅଫିସରେ କୌଣସି କାମକୁ ସହଜରେ କରିବେ । ଯଦି ଆପଣ ଚାକିରି ବଦଳାଇବାକୁ ଚାହୁଁଛନ୍ତି ତେବେ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ । ବ୍ୟବସାୟରେ ଲାଭ ପାଇବେ ।

ମିଥୁନ:- ନୂଆ ପ୍ରୋଜେକ୍ଟରେ କାମ କରିବାର ମଉକା ପାଇବେ । ଦୀର୍ଘ ଦିନରୁ ଅଟକିଥିବା ସରକାରୀ କାମ ହୋଇଯିବ । ଆପଣଙ୍କ ବ୍ୟବହାରରେ ସକାରାତ୍ମକ ପରିବର୍ତ୍ତନ ଆସିବ । ଜମି ସଂପର୍କିତ କାର୍ଯ୍ୟ ଆଗକୁ ବଢ଼ିବ ।

କର୍କଟ:- କୌଣସି ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଆସିବେ । କୌଣସି ରଚନାତ୍ମକ କାର୍ଯ୍ୟରେ ସୁନାମ ଅର୍ଜନ କରିବେ । ପିଲା ଆପଣଙ୍କୁ ଶୁଭ ଖବର ଦେବେ । ସ୍ବାସ୍ଥ୍ୟ ସମ୍ବନ୍ଧରେ ସୁସ୍ଥ ଅନୁଭବ କରିବେ ।

ସିଂହ:- ଆପଣଙ୍କ ସକାରାତ୍ମକ ଚିନ୍ତା କାର୍ଯ୍ୟରେ ସହଯୋଗ କରିବ। ପ୍ରତ୍ୟେକ ବ୍ୟକ୍ତି ଆପଣଙ୍କ କଥାରେ ପ୍ରଭାବିତ ହେବେ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାର ଚେଷ୍ଟା କରନ୍ତୁ ।

କନ୍ୟା:- ଅଧିକ ସମୟ ପରିବାର ଲୋକଙ୍କ ସହିତ ଅତିବାହିତ କରିବେ । କୌଣସି କାମରେ ଅନୁମାନ ଠାରୁ ଅଧିକ ଲାଭ ହେବ । କୌଣସି ଫଇସଲା କରିବାରେ ଟିକେ କଷ୍ଟ ହେବ । ଛାତ୍ରଛାତ୍ରୀଙ୍କ ପାଇଁ ଦିନଟି ଭଲ ରହିବ ।

ତୁଳା:- ଆପଣଙ୍କ ପାଖରେ ବ୍ୟବସାୟ ବଢ଼ାଇବା ପାଇଁ ଭଲ ମଉକା ଅଛି। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ସଫଳତା ମିଳିବ । ବନ୍ଧୁ ସହିତ ମିଶିବା ପାଇଁ ତାଙ୍କ ଘରକୁ ଯିବେ । ଦାମ୍ପତ୍ୟ ଜୀବନ ଭଲ ରହିବ ।

ବିଛା:- ଧର୍ମକାର୍ଯ୍ୟ ପ୍ରତି ଆଶା ଓ ବିଶ୍ବାସ ସହିତ ଆଗକୁ ବଢ଼ିବେ । ସାଙ୍ଗରେ କାମ କରୁଥିବା ଲୋକଙ୍କର ସାହାଯ୍ୟ ପାଇବେ । ନିଜର କାମ ତରବରିଆରେ କରନ୍ତୁ ନାହିଁ । କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

ଧନୁ:- ଘର ଲୋକଙ୍କ ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ । କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ । ଟଙ୍କପଇସା ସମ୍ବନ୍ଧୀୟ ଫଇସଲା ଭାବିଚିନ୍ତି ନିଅନ୍ତୁ । ପରିଶ୍ରମର ବଢ଼ିଆ ପରିଣାମ ପାଇବେ ।

ମକର:- କାମ ସଂପୂର୍ଣ୍ଣ କରିବା ଲାଗି ଅଧିକ ପରିଶ୍ରମ କରିବାକୁ ହେବ। ପ୍ରତିଯୋଗି ପରୀକ୍ଷା ସମ୍ବନ୍ଧୀୟ ଭଲ ଖବର ପାଇବେ । କୌଣସି ବିଶେଷ ବ୍ୟକ୍ତିଙ୍କ ଦ୍ବାରା ଲାଭ ପାଇବେ । ପାରିବାରିକ ଜୀବନ ଆନନ୍ଦମୟ ହେବ

କୁମ୍ଭ:- ବ୍ୟବସାୟରେ ଆଶାଠୁ ଅଧିକ ଲାଭ ହେବ । ଆପଣଙ୍କୁ ପାରିବାରିକ ଝଞଟରୁ ମୁକ୍ତି ମିଳିଯିବ । ଶିକ୍ଷକଙ୍କର ଏକାଗ୍ରତା ଓ ପରିଶ୍ରମକୁ ନେଇ ସମ୍ମାନିତ କରାଯିବ ।

ମୀନ:- ନିଜର ବ୍ୟବହାର ସ୍ବଚ୍ଛତା କରିବା ପାଇଁ ଚେଷ୍ଟା କରିବେ। ହିସାବ କିତାବ କାମ କରୁଥିବା ଲୋକଙ୍କ ଲାଗି ଦିନଟି ବ୍ୟସ୍ତତା ଭରା ରହିବ । ପ୍ରିୟଜନଙ୍କ ଠାରୁ ମନ ପସନ୍ଦର ଉପହାର ପାଇବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପ୍ରବଳ ବର୍ଷିବ: ସାରା ରାଜ୍ୟରେ ମେଘୁଆ ରହିଛି ପାଗ

ପ୍ରବଳ ବର୍ଷିବ: ସାରା ରାଜ୍ୟରେ ମେଘୁଆ ରହିଛି ପାଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.