Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ

Sanchar Live by Sanchar Live
May 24, 2025
in ଓଡିଶା
0
ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ
0
SHARES
5
VIEWS
FacebookTwitter

ଆଜିଠୁ ଯୁକ୍ତ ୨ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେଉଛି । ଅନ୍‌ଲାଇନ୍‌ ମାଧ୍ୟମରେ ହେଉଥିବା ଏହି ଆବେଦନ ପ୍ରକ୍ରିୟା ଆସନ୍ତା ଜୁନ୍ ୩୦ ତାରିଖ ଯାଏଁ ଜାରି ରହିବ । ଛାତ୍ରଛାତ୍ରୀମାନେ ସାମ୍‌ସ ପୋର୍ଟାଲରେ ଆବେଦନ କରିପାରିବେ । ଏଥିପାଇଁ ପିଲାମାନଙ୍କୁ www.samsodisha.gov.in କୁ ଯିବାକୁ ପଡ଼ିବ । ଜୁଲାଇ ୭ରେ ପ୍ରଥମ ମେରିଟ୍ ଲିଷ୍ଟ ବାହାରିବ । ଜୁଲାଇ ୮ରୁ ୧୪ ଯାଏଁ ଆଡମିସନ୍ ପ୍ରକ୍ରିୟା ଜାରି ରହିବ । ଜୁଲାଇ ୨୪ରୁ ଯୁକ୍ତ ଦୁଇ ପ୍ରଥମ ବର୍ଷର ପାଠପଢ଼ା ଆରମ୍ଭ ହେବ । ରାଜ୍ୟରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ୨ କଲେଜ) ସମେତ ସେଲ୍‌ଫ ଫାଇନାନ୍ସିଂ କଲେଜ୍‌, ଉପଶାସ୍ତ୍ରୀ ଓ ଧନ୍ଦାମୂଳକ ଶିକ୍ଷା କଲେଜରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମେ ୨୪ରୁ ୱେବ୍‌ସାଇଟରେ କମନ୍‌ ଆପ୍ଲିକେଶନ ଫର୍ମ (ସିଏଏଫ୍‌) ଉପଲବ୍ଧ ହେବ । ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ଛାତ୍ରଛାତ୍ରୀମାନେ କେବଳ ଅନ୍‌ଲାଇନରେ ଆବେଦନ କରିପାରିବେ । ଅଫ୍‌ଲାଇନରେ କୌଣସି ଫର୍ମ ଗ୍ରହଣ କରାଯିବ ନାହିଁ ।

Tags: odishaplus 2
ShareTweetShareSend
Sanchar Live

Sanchar Live

Next Post
ଆଇଏମଡି ପକ୍ଷରୁ ଆକଳନ : ଓଡ଼ିଶାକୁ ନାହିଁ ବାତ୍ୟା ବିପଦ

ଆଇଏମଡି ପକ୍ଷରୁ ଆକଳନ : ଓଡ଼ିଶାକୁ ନାହିଁ ବାତ୍ୟା ବିପଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.