Thursday, June 5, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

କେରଳ ଛୁଇଁଲା ମୌସୁମୀ

Sanchar Live by Sanchar Live
May 24, 2025
in ଭାରତ
0
କେରଳ ଛୁଇଁଲା ମୌସୁମୀ
0
SHARES
12
VIEWS
FacebookTwitter

କେରଳ ଛୁଇଁଲା ମୌସୁମୀ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ପ୍ରବେଶ କଲା । ସପ୍ତାହେ ପୂର୍ବରୁ କେରଳ ଛୁଇଁଲା ମୌସୁମୀ । ଜୁନ୍ ୧ରେ କେରଳ ଛୁଇଁବା ନେଇ ହୋଇଥିଲା ଆକଳନ । ୧୬ ବର୍ଷ ପରେ ସଅଳ ଛୁଇଁଲା ମୌସୁମୀ । ୨୦୦୯ ମସିହା ମେ ୨୩ ତାରିଖରେ କେରଳ ଛୁଇଁଥିଲା ମୌସୁମୀ l ସେପଟେ କେରଳର ବିଭିନ୍ନ ସ୍ଥାନରେ ୨ ଦିନ ଧରି ପ୍ରବଳ ବର୍ଷା ଜାରି ରହିଛି । ଆଗାମୀ ୬ ଦିନ ପର୍ଯ୍ୟନ୍ତ କେରଳ ଓ ଦକ୍ଷିଣରେ ଥିବା ରାଜ୍ୟ ଗୁଡ଼ିକରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ଏପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ବଦଳିଛି ପାଗ । କଟକ, ଭୁବନେଶ୍ବର, ପୁରୀର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢ଼େଙ୍କାନାଳର ଓ କଟକ ସହର ଅନେକ ସ୍ଥାନ ମାନଙ୍କରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Tags: keralaMonsoon
ShareTweetShareSend
Sanchar Live

Sanchar Live

Next Post
ପରଲୋକରେ ବଲିଉଡ ଅଭିନେତା ମୁକୁଲ ଦେବ

ପରଲୋକରେ ବଲିଉଡ ଅଭିନେତା ମୁକୁଲ ଦେବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଦଳାଚକଟା ମାମଲାରେ RCB ବିରୋଧରେ FIR ରୁଜୁ
  • ବାରୁଦ ସିଜ୍ କଲା କଳାହାଣ୍ଡି ପୋଲିସ
  • ଶିକ୍ଷକଙ୍କ ବଦଳି ସୁପାରିସ୍ ପାଇଁ ଦିଆଯାଇଥିବା କ୍ଷମତା ପ୍ରତ୍ୟାହାର କରିବାକୁ ବିଧାୟକଙ୍କ ଦାବି
  • ଗୋଟିଏ ବର୍ଷରେ ୭.୫ କୋଟି ବୃକ୍ଷ ରୋପଣ କରିବେ ସରକାର
  • ଆଜି ଟିମ୍ ଇଣ୍ଡିଆର ନୂଆ ଟେଷ୍ଟ ଅଧିନାୟକ କରିବେ ପ୍ରେସ କନଫରେନ୍ସ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.