Saturday, February 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ

Sanchar Live by Sanchar Live
May 24, 2025
in ଓଡିଶା
0
ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ
0
SHARES
23
VIEWS
FacebookTwitter

ମାସେ ଭିତରେ ଆରମ୍ଭ ହେବ ରିଙ୍ଗ ରୋଡ଼ କାମ । ଜମି ଅଧିଗ୍ରହଣ ପ୍ରକ୍ରିୟା ମାସେ ଭିତରେ ସରିବ । ଡିସେମ୍ବର ସୁଦ୍ଧା ସରିବ ବାମ ଏବଂ ଡାହାଣ ପାରାଲାଲ ରାସ୍ତା କାମ । ଗତ ସରକାର ଅକ୍ଷମତା ପ୍ରଦର୍ଶନ କରିଥିଲେ ତାକୁ ଆଗକୁ ନେବାକୁ ନିଷ୍ପତ୍ତି ହୋଇଛି । ଜୟଦେବ ବିହାରରୁ ନନ୍ଦନକାନନ ଯାଏଁ ରାସ୍ତା ଟ୍ରାଫିକ ଲାଇଟ ହଟାଇ ଯେଉଁ ଟେକନୋଲୋଜି ବ୍ୟବହାର କରାଯିବ ସେ ନେଇ ପ୍ରକ୍ରିୟା ଆରମ୍ଭ ହେବ  । ଭୁବନେଶ୍ୱର ସହରକୁ ଭିଡ଼ ମୁକ୍ତ କରିବାକୁ ଜୁନ 12ରେ ଏକାଧିକ ରାସ୍ତା ଏବଂ ପ୍ରକଳ୍ପର ଶିଳାନ୍ୟାସ ହେବ ସେସବୁ ପ୍ରକଳ୍ପର ମାସେ ଭିତରେ ଟେଣ୍ଡର ପ୍ରକ୍ରିୟା ସରିବ । ଅଢେଇ ରୁ 3 ବର୍ଷ ଭିତରେ ସମସ୍ତ ପ୍ରକଳ୍ପ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି କହିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ।

Tags: odishapruthiraj harichananring road
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ୩ ଦିନ ଯୁଦ୍ଧରେ ପାକିସ୍ତାନର କେତେ ଡଲାର କ୍ଷତି ହୋଇଛି?

ଜାଣନ୍ତୁ ୩ ଦିନ ଯୁଦ୍ଧରେ ପାକିସ୍ତାନର କେତେ ଡଲାର କ୍ଷତି ହୋଇଛି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବେଦାନ୍ତ ଆଲୁମିନିୟମର ଜ୍ଞାନ ଜ୍ୟୋତି କାର୍ଯ୍ୟକ୍ରମ ରାୟଗଡ଼ା ଏବଂ କଳାହାଣ୍ଡିରେ ଶିକ୍ଷାଦାନକୁ ସ୍ମାର୍ଟ କରିଛି
  • କେନ୍ଦ୍ରାପଡ଼ାରେ ଲଜ୍ଜା, ପୁଣି ଗୁରୁ ନାଁରେ କଳଙ୍କ !
  • ଏଣିକି କାଚ ବୋତଲରେ ମିଳିବନି ମଦ
  • ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭା ହୁଲସ୍ତୁଲ
  • ଆଜିଠୁ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.