Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
May 25, 2025
in ଓଡିଶା
0
ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
0
SHARES
7
VIEWS
FacebookTwitter

ସମ୍ବଲପୁର: ସମ୍ବଲପୁର ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ୬୦ କୋଟି ୪୩ ଲକ୍ଷ ୭୮ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ଦୁର୍ଗାପାଲି ରେଳବାଇ ଓଭରବ୍ରିଜର ଉଦଘାଟନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଏହି ଓଭରବ୍ରିଜ୍ ସମ୍ବଲପୁର ସହରକୁ ଅଧିକ ସୁନ୍ଦର ଓ ଆଧୁନିକ କରିବା ପାଇଁ ଏହା ଏକ ଭଲ ପଦକ୍ଷେପ । ଏହି ଦ୍ୱାରା ସ୍ଥାନୀୟ ଅଞ୍ଚଳରେ ଟ୍ରାଫିକ୍ ନିୟନ୍ତ୍ରଣ ହ୍ରାସ ହେବା ସହ ଜନସାଧାରଣଙ୍କ ଯାତାୟତ ସୁରକ୍ଷିତ ଓ ସୁଗମ ହେବ । ଆଗାମୀ ଦିନରେ ଡବଲ ଇଞ୍ଜିନ ସରକାରରେ ସମ୍ବଲପୁର ସହରକୁ ଏକ ଶ୍ରୀମନ୍ତ ସହରରେ ବିକଶିତ କରାଯିବ ।

ରାସ୍ତାଘାଟ, ପିଇବା ପାଣି, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥାରେ ଉନ୍ନତି ଅଣାଯିବ । ଯୋଗାଯୋଗ ଏବଂ ଆନୁଷଙ୍ଗିକ ଭିତ୍ତିଭୂମିକୁ ସୁଦୃଢ କରାଯିବ । ସମ୍ବଲପୁରରେ ରିଙ୍ଗ୍ ରୋଡ୍ କରାଯିବ । ସହର ମଧ୍ୟରେ ଥିବା ଆଭ୍ୟନ୍ତରୀଣ ରାସ୍ତା ତିଆରି କରାଯିବ । ମହାନଦୀ ଉପରେ ବ୍ରିଜ୍ ନିର୍ମାଣ ହେବ, ଯାଗା ବୁର୍ଲା ଓ ହୀରାକୁଦକୁ ସଂଯୋଗ କରିବ । ସମ୍ବଲପୁର ସହରକୁ ଏକ ବୃହତ ମହାନିଗମ ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ । ଏହି ଅବସରରେ ଶ୍ରୀ ପ୍ରଧାନ ସମ୍ବଲପୁରରେ ଦେବଦମ୍ପତ୍ତି ଭଗବାନ ଶିବ ଏବଂ ମାତା ପାର୍ବତୀଙ୍କ ଅନନ୍ୟ ପର୍ବ ଶୀତଳ ଷଷ୍ଠୀ ପର୍ବରେ ସାମିଲ ହେବା ପାଇଁ ରାଜ୍ୟ ଏବଂ ଦେଶବାସୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି

Tags: Dharmendrapradhansambalpur
ShareTweetShareSend
Sanchar Live

Sanchar Live

Next Post
ଆଜି ପବିତ୍ର ସାବିତ୍ରୀ ବ୍ରତ

ଆଜି ପବିତ୍ର ସାବିତ୍ରୀ ବ୍ରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.