Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଦ୍ୟୁତ ଆଘାତରେ ଆସି ଚାଲିଗଲା ପ୍ରଧାନ ଶିକ୍ଷୟିତ୍ରୀଙ୍କ ଜୀବନ

Sanchar Live by Sanchar Live
May 27, 2025
in ଓଡିଶା
0
ବିଦ୍ୟୁତ ଆଘାତରେ ଆସି ଚାଲିଗଲା ପ୍ରଧାନ ଶିକ୍ଷୟିତ୍ରୀଙ୍କ ଜୀବନ
0
SHARES
14
VIEWS
FacebookTwitter

ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ ବାଟଗାଁ ପଂଚାୟତ ଭାଲୁଗୁଡିଆ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ବିଦ୍ୟୁତ ଆଘାତରେ ଆସି ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁ । ମୃତ ଶିକ୍ଷୟତ୍ରୀ ଅନିତା ପୁରୋହିତ ।

ସୂଚନା ଅନୁସାରେ, ବାଟଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନ ଶିକ୍ଷୟିତ୍ରୀ ଅନିତା ପୁରୋହିତ କୂଅରୁ ପାଣି ଉଠାଇବା ପାଇଁ ମୋଟର ପମ୍ପ ଲଗାଇଥିଲେ । ଏହି ସମୟରେ ସେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇଥିଲେ । ତାଙ୍କୁ ଉଦ୍ଧାର କରିବାକୁ ଯାଇ ସ୍ବାମୀ ସନ୍ତୋଷ ମଧ୍ୟ ଆହତ ହୋଇଥିଲେ । ତୁରନ୍ତ ଉଭୟଙ୍କୁ ନାକଟିଦେଉଳ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଅନିତା ପୁରୋହିତଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ଏହି ଘଟଣା ପରେ ପରିବାରେ ଶୋକର ଛାୟା ଖେଳିଯାଇଛି ।

Tags: electric deathsambalpur
ShareTweetShareSend
Sanchar Live

Sanchar Live

Next Post
ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି

ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.