Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Sanchar Live by Sanchar Live
May 30, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
41
VIEWS
FacebookTwitter

ମେଷ: ବିଦେଶ ଯାତ୍ରାର ଯୋଗ ଅଛି । ବଡ଼ କଂପାନିରୁ ଚାକିରିର ସୁଯୋଗ ଆସିପାରେ । କିଛି ନୂଆ ଲୋକ ଆପଣଙ୍କ ସହିତ ଯୋଡ଼ିବାକୁ ଚେଷ୍ଟା କରିପାରନ୍ତି । ସମସ୍ତଙ୍କୁ ନିଜ କଥାରେ ଖୁସି ରଖିବାର ସଫଳ ହେବେ ।

ବୃଷ: ବ୍ୟବସାୟ ଲାଗି ଦିନଟି ଅନୁକୂଳ । ସମୟ ସୀମାକୁ ଧ୍ୟାନ ରଖି କାମ କରନ୍ତୁ । ଘରର ମାହୋଲ ଠିକ୍ ରହିବ । ଘରକୁ କୌଣସି ବନ୍ଧୁ ଆସବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ପ୍ରୀତିକର ହେବ ।

ମିଥୁନ: ଠିକ୍ ସମୟରେ କାମ କରନ୍ତୁ ସଫଳତା ପାଇବେ । ବନ୍ଧୁ ନିଜ ପାଇଁ ଆପଣଙ୍କୁ କାମ କରିବା ପାଇଁ କହିପାରନ୍ତି । ରାଜନୀତିକ ଲୋକଙ୍କର ସମାଜରେ ମାନ ସମ୍ମାନ ବଢ଼ିବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ ।

କର୍କଟ: ବନ୍ଧୁ ସହିତ କଥାବାର୍ତ୍ତାରେ ଭଲ କାମ ମିଳିପାରେ । ଏଥିରେ ଆପଣଙ୍କର ଆମଦାନି ବୃଦ୍ଧି ହେବ । ଆପଣଙ୍କ ବ୍ୟବହାରରେ ଲୋକ ଖୁସି ହୋଇପାରନ୍ତି । ଜୀବନସାଥୀ ସହିତ ବାହାରକୁ ବୁଲି ଯାଇପାରନ୍ତି ।

ସିଂହ: ଜୀବନରେ ନୂଆ କାମ ଆରମ୍ଭ ହୋଇପାରେ । ପ୍ରତିଯୋଗୀ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ । ଶିକ୍ଷକଙ୍କର ପୂରା ସହଯୋଗ ପାଇବେ । ଚାକିରିରେ ସଫଳତା ପାଇବେ । ଧନ ମାମଲାରେ ସ୍ଥିତି ଭଲ ହେବ ।

କନ୍ୟା: କିଛି ସମୟ ଈଶ୍ବର ଭକ୍ତିରେ ଲଗାନ୍ତୁ। ମହିଳା ବ୍ୟବସାୟୀଙ୍କୁ ଭଲ ଲାଭ ମିଳିବା ଯୋଗ ଅଛି । ଘରକୁ ବନ୍ଧୁ ଆସିବେ । ପ୍ରେମୀ ଯୁଗଳ ଦୂରସ୍ଥାନକୁ ବୁଲି ଯିବାର ମନ ବନାଇବେ । ଛାତ୍ରୀଙ୍କ ଲାଗି ଦିନଟି ଭଲ ରହିବ ।

ତୁଳା: ନିଜ ଅନୁଭବର ଠିକ୍ ବ୍ୟବହାର କରି କୌଣସି ଅଧୁରା କାର୍ଯ୍ୟ ସଂପୂର୍ଣ୍ଣ କରିବେ । ଘର କାମରେ ଜୀବନସାଥୀଙ୍କୁ ସହଯୋଗ କରିବେ । ଅନଲାଇନିରେ ନୂଆ ବ୍ୟବସାୟ ଆରମ୍ଭ କରିବା ପାଇଁ ଯୋଜନା କରିବେ ।

ବିଛା: ବନ୍ଧୁ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ଭଲ ହେବ । ବଡ଼ ଭାଇ ଭଉଣୀ ସହଯୋଗରେ ଚାକିରି ମିଳିପାରେ । ସନ୍ତାନ କ୍ୟାରିୟରରେ ସଫଳତା ପାଇବେ । ଦାମ୍ପତ୍ୟ ଜୀବନ ବହୂତ ଭଲ ରହିବ ।

ଧନୁ: କୌଣସି କାର୍ଯ୍ୟରେ ଅନ୍ୟମାନଙ୍କ କଥା ସର୍ବୋପରି ନରଖି ନିଜ ଉପରେ ବିଶ୍ବାସ ରଖନ୍ତୁ ଲାଭ ପାଇବେ । ସରକାରୀ ଚାକିରି ପାଇଁ ପ୍ରସ୍ତୁତ କରୁଥିବା ଲୋକ ସଫଳତା ପାଇବେ । ପ୍ରେମ ସମ୍ବନ୍ଧ ନିବିଡ଼ ହେବ ।

ମକର: ବିଶେଷ କାମରେ ଯିବାକୁ ଥିବାରୁ ମନୋବଳ ବଢ଼ିବ । ପରିବାର ଆଗରେ ନିଜର ମତ ରଖିବାର ମଉକା ପାଇବେ । ନିବେଶ କରିବା ସମୟରେ ନିଜ ବଜେଟ ଉପରେ ଧ୍ୟାନ ରଖନ୍ତୁ ।

କୁମ୍ଭ: କିଛି ସମୟ ଏକାନ୍ତରେ ଅତିବାହିତ କରିବାକୁ ପସନ୍ଦ କରିବେ । ବଡ଼ ଏବଂ ଅଲଗା କାମ କରିବା ପାଇଁ ଭାବି ପାରନ୍ତି । ଅଫିସରେ ଉଚ୍ଚାଧିକାରୀଙ୍କ ସହଯୋଗ ପାଇବେ । ନୂଆ ବିଚାର ଉପରେ କାମ କରିବେ ।

ମୀନ: ନୂଆ କାର୍ଯ୍ୟ କରିବାକୁ ଇଚ୍ଛାଶକ୍ତି ବଢ଼ିବ । ମନ ଚାହୁଁଥିବା ବସ୍ତୁ ପାଇବେ । କାନୁନ ମାମଲାର ସ୍ଥିତି ନିୟନ୍ତ୍ରଣ ରହିବ । କାର୍ଯ୍ୟ ଓ ବ୍ୟବସାୟ ପ୍ରତି ନିଷ୍ଠାବାନ ରହନ୍ତୁ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ସିକ୍କିମରେ ୧୦୦୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ

ସିକ୍କିମରେ ୧୦୦୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.