Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଖୋର୍ଦ୍ଧାରୁ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର୍ ଜବତ

Sanchar Live by Sanchar Live
June 2, 2025
in ଅପରାଧ
0
ଖୋର୍ଦ୍ଧାରୁ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର୍ ଜବତ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଖୋର୍ଦ୍ଧାରୁ୨୫ଲକ୍ଷ ଟଙ୍କାର ବ୍ରାଉନସୁଗାର୍ ଜବତ । ଜଙ୍କିଆ ଥାନା ଛଣଗିରି ଅଞ୍ଚଳରୁ ୨ଶହ ୫୮ ଗ୍ରାମର ବ୍ରାଉନସୁଗାର ଜବତ କରିଛି ପୋଲିସ୍ । ଘଟଣାରେ ସଂପୃକ୍ତ ଦୁଇଜଣ ବ୍ୟବସାୟୀଙ୍କ ସମେତ ଗୋଟିଏ ବୁଲେଟ ଜବତ କରିଛି ପୋଲିସ । ଜବତ ବ୍ରାଉନସୁଗାର ଆନୁମାନିକ ମୂଲ୍ୟ ପ୍ରାୟ ପଚିଶ ଲକ୍ଷ ଟଙ୍କା ହେବ । ଗିରଫ ବ୍ରାଉନସୁଗାର ବ୍ୟବସାୟୀ ରାକେଶ ପଟ୍ଟନାୟକ ଓରଫ ହାପି ଏବଂ ସୂର୍ଯ୍ୟକାନ୍ତ ନାୟକ ଓରଫ୍ ଗୁଡୁଙ୍କ ଘର ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଭାଲିଆବାଡ଼ି । ପୂର୍ବରୁ ଉଭୟଙ୍କ ନାମରେ ବିଭିନ୍ନ ଥାନାରେ ଅନେକ ଅପରାଧିକ ମାମଲା ରହିଛି । ତେବେ ଏହି ବ୍ରାଉନସୁଗାର ନେଟୱର୍କ କେଉଁଯାଏଁ ଲମ୍ବିଛି, ସେ ନେଇ ତଦନ୍ତ ଚାଲିଥିବା ସୂଚନା ଦେଇଛନ୍ତି ଏସପି ।

Tags: brownsugarkhordha
ShareTweetShareSend
Sanchar Live

Sanchar Live

Next Post
ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ

ଗନ୍ଧମାର୍ଦ୍ଦନ ସଂରକ୍ଷିତ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.