Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଜି ଆଇପିଏଲ ମହାମୁକାବିଲା, କିଏ ଜିତିବ ଟକ୍କର?

Sanchar Live by Sanchar Live
June 3, 2025
in କ୍ରୀଡ଼ା
0
ଆଜି ଆଇପିଏଲ ମହାମୁକାବିଲା, କିଏ ଜିତିବ ଟକ୍କର?
0
SHARES
6
VIEWS
FacebookTwitter

ଆଜି ଆଇପିଏଲ ମହାମୁକାବିଲା । ଗୁଜରାଟ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଟାଇଟଲ୍ ପାଇଁ ଟକ୍କର ହେବ । ପଞ୍ଜାବ କିଙ୍ଗସ୍ ଓ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ହାଇଭୋଲ୍ଟେଜ୍ ଟି-୨୦ ମୁକାବିଲା ଦେଖିବେ କ୍ରିକେଟ୍ ପ୍ରେମୀ । ପ୍ରଥମ କରି ନୂଆ ଟିମକୁ ମିଳିବ ଆଇପିଏଲ ମୁକୁଟ । ଯିଏ ବି ଜିତିଲେ ହେବେ ନୂଆ ଚାମ୍ପିଅନ୍‌ ।

୧୭ଟି ସିଜିନରୁ ଗୋଟିଏ ଥର ବି ଟ୍ରଫି ଜିତିପାରିନଥିବା ଦୁଇ ଦଳ ଏଥର ଫାଇନାଲରେ ପ୍ରବେଶ କରିଛନ୍ତି । ପୂର୍ବରୁ ଉଭୟ ଦଳ ଫାଇନାଲକୁ ଯାଇଥିଲେ ମଧ୍ୟ ରନର୍ସଅପରେ ସନ୍ତୁଷ୍ଟ ହୋଇଥିଲେ । ତେଣୁ ପ୍ରଥମ ଆଇପିଏଲ ଟ୍ରଫି ଜିତିବାକୁ ଜୋର୍ ଲଗାଇଦେବେ ଉଭୟ ଦଳ । କ୍ୱାଲିଫାୟର-୧ ଲଢ଼େଇରେ ଆରସିବିଠାରୁ ଲଜ୍ଜାଜନକ ପରାଜୟ ବରଣ କରିଥିଲା ପଞ୍ଜାବ । ମାତ୍ର ୧୦୧ ରନ୍‌ରେ ଅଲ୍‌ଆଉଟ୍ ହୋଇଥିଲା ଦଳ । ଅଧିନାୟକ ଶ୍ରେୟସ୍ କହିଥିଲେ, ଆମେ ଲଢ଼େଇ ହାରିଛୁ ଯୁଦ୍ଧ ନୁହେଁ । ଆଉ କ୍ୱାଲିଫାୟର-୨ରେ ଜବରଦସ୍ତ କମବ୍ୟାକ୍ କରି ଏ କଥାକୁ ସତ ପ୍ରମାଣିତ କରିଛନ୍ତି ଶ୍ରେୟସ୍ । ଆୟରଙ୍କ ବିସ୍ଫୋରକ ବ୍ୟାଟିଂରେ ଆଇପିଏଲରୁ ବିଦା ହୋଇଛି ୫-୫ଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ।

ଅନ୍ୟପଟେ ନିଜ ଆଇପିଏଲ ଟ୍ରଫି ସ୍ବପ୍ନ ପୂରା କରିବାକୁ ପୂରା ଦମ୍ ଲଗାଇବେ ବିରାଟ କୋହଲି । କିନ୍ତୁ ଫାଇନାଲ ଫାଇଟରେ ବାଧକ ହୋଇପାରେ ବର୍ଷା । କ୍ବାଲିଫାୟର-୨ ମ୍ୟାଚରେ ମଧ୍ୟ ବର୍ଷା କିଛି ସମୟ ପାଇଁ ବାଧକ ସାଜିଥିଲା । ତେବେ ବର୍ଷା ଛାଡ଼ିବା ପରେ ପୁଣି ଖେଳ ଆରମ୍ଭ ହୋଇଥିଲା। ଆଜି ମଧ୍ୟ ସମାନ ଷ୍ଟାଡିୟମରେ ଫାଇନାଲ ମୁକାବିଲା ଖେଳାଯିବ । ତେଣୁ ଯଦି ଫାଇନାଲ ମ୍ୟାଚରେ ବର୍ଷା ହୁଏ ତେବେ କଣ ହେବ ? କିଏ ହେବ ବିଜେତା ? ବର୍ଷା ବାଧକ ସାଜିଲେ କେଉଁ ଆଧାରରେ ବିଜେତା ବଛାଯିବ ? ଏସବୁ ଉପରେ ଖେଳପ୍ରେମୀଙ୍କ ନଜର ।

Tags: ahamadabadipl 2025pbks vrs rcb
ShareTweetShareSend
Sanchar Live

Sanchar Live

Next Post
ଆଜି ବିଶ୍ୱ ସାଇକେଲ ଦିବସ

ଆଜି ବିଶ୍ୱ ସାଇକେଲ ଦିବସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.