Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ପୂରଣ ହେଲା କୋହଲିଙ୍କ ସ୍ବପ୍ନ : ଚାମ୍ପିୟନ ହେଲା RCB

Sanchar Live by Sanchar Live
June 3, 2025
in କ୍ରୀଡ଼ା
0
ପୂରଣ ହେଲା କୋହଲିଙ୍କ ସ୍ବପ୍ନ : ଚାମ୍ପିୟନ ହେଲା RCB
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମଠାରେ ମଙ୍ଗଳବାର ଇତିହାସ ସୃଷ୍ଟି କରିଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ପଞ୍ଜାବ କିଙ୍ଗସକୁ ୬ ରନରେ ହରାଇ  ଚାମ୍ପିୟନ ହୋଇଛି ବିରାଟ କୋହଲିଙ୍କ ଦଳ ଆରସିବି । ଏହା ସହିତ ଆରସିବିର ଦୀର୍ଘ ୧୭ ବର୍ଷ ପ୍ରତୀକ୍ଷାର ଅନ୍ତ ହୋଇଛି । ଏହା ପୂର୍ବରୁ ଏହି ଦଳ ୩ ଥର ଫାଇନାଲକୁ ଯାଇଥିଲେ ବି ଚାମ୍ପିୟନ ହୋଇପାରିନଥିଲା । ୧୯୧ ରନର ପିଛା କରୁଥିବା ପଞ୍ଜାବ ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୮୪ ରନ କରିପାରିଥିଲା । ଦଳ ପକ୍ଷରୁ ଶଶାଙ୍କ ସିଂ ୬୧ ରନ, ଜୋସ ଇଂଗଲିସ ୩୯ ରନ, ପ୍ରଭସିମରନ ସିଂ ୨୬ ଓ ପ୍ରିୟାଂଶ ଆର୍ଯ୍ୟା ୨୪ ରନ କରିଥିଲେ । ଦଳ ପକ୍ଷରୁ ଭୁବନେଶ୍ବର କୁମାର ଓ କୃନାଲ ପାଣ୍ଡ୍ୟା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।
ଏହି ମ୍ୟାଚରେ ପଞ୍ଜାବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁର ଦୁଇ ଓପନର ଫିଲିପ ସଲ୍ଟ ଓ ବିରାଟ କୋହଲି ଆରମ୍ଭରୁ ସତର୍କତାର ବ୍ୟାଟିଂ କରିଥିଲେ । ତେବେ ସଲ୍ଟ ମାତ୍ର ୧୬ ରନ କରି ଆଉଟ ହୋଇଥିଲେ । ଏହା ପରେ ବିରାଟ କୋହଲି ଓ ମୟଙ୍କ ଅଗ୍ରଓ୍ବାଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ ଦେଖିବାକୁ ମିଳିଥିଲା । ମୟଙ୍କ ୨୪ ରନ କରିଥିବାବେଳେ ବିରାଟ ୪୩ ରନ କରିଥିଲେ । ସେହିପରି ରଜତ ପଟିଦାର ୨୬ ରନ କରିଥିବାବେଳେ ଲିଆମ ଲିଭିଙ୍ଗଷ୍ଟୋନ ୨୫ ରନ କରିଥିଲେ । ଜିତେଶ ଶର୍ମା ୨୪ରନ ଓ ରୋମାରିଓ ସେଫର୍ଡ ୧୭ ରନ କରିଥିଲେ । ଦଳ ନିର୍ଦ୍ଧାରିତ ୨୦ ଓଭରରେ ୧୯୦ ରନ କରିଥିଲା । ପଂଜାବ ପକ୍ଷରୁ ଅର୍ଶଦୀପ ସିଂ ଓ କାଇଲ ଜେମିସନ ୩ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

Tags: iplpbks vrs rcb
ShareTweetShareSend
Sanchar Live

Sanchar Live

Next Post
ପାରିବାରିକ ହିଂସା ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ପାରିବାରିକ ହିଂସା ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର
  • ଦୁଇ ଟ୍ରକ ମୁହାଁମୁହିଁ ଧକ୍କା , ଜଣେ ମୃତ ୨ ଗୁରୁତର
  • ସୋଆ କ୍ୟାମ୍ପସରେ NHRC ଅଧ୍ୟକ୍ଷ
  • ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ ରନ୍ଧନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ୱି କ୍ୟାନ୍ କୁକ୍‌’ ଆଣ୍ଡ ‘ୱି କ୍ୟାନ୍ ବେକ୍‌’ ଉଦ୍‌ଯାପିତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.