Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭିଜିଲାନ୍ସ ଜାଲରେ ମହିଳା ପୋଲିସ ଅଧିକାରୀ

Sanchar Live by Sanchar Live
June 4, 2025
in ଅପରାଧ
0
ପୋଲାଭରମ କ୍ଷେତ୍ରରେ ଓଡ଼ିଶାକୁ ନ୍ୟାୟ ମିଳିବା ଉଚିତ : ବିଜେଡି
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ଭିଜିଲାନ୍ସ ଜାଲରେ ମହିଳା ପୋଲିସ ଅଧିକାରୀ । ଘରୋଇ ମାମଲାର ସମାଧାନ ପାଇଁ ଟଙ୍କା ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ବ୍ରହ୍ମପୁର ମହିଳା ଥାନାର ଏଏସଆଇ ବବିତା ସୁନାକୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କାବୁ କରିଛି ଭିଜିଲାନ୍ସ । କେ. ନୂଆଗାଁ ଥାନା ଅନ୍ତର୍ଗତ ବଳିୟାରସିଂହପଲ୍ଲୀର ଏକ ଘରୋଇ କହଳକୁ କେନ୍ଦ୍ରକରି ଥାନାରେ ହୋଇଥିଲା ମାମଲା । ପ୍ରମୋଦ କୁମାର ନାୟକ ପତ୍ନୀ ପ୍ରମୋଦ ଓ ତାଙ୍କ ମାଙ୍କ ନାମରେ ମହିଳା ଥାନାରେ ଘରୋଇ କଳିକୁ ନେଇ ଏକ ମାମଲା ଦେଇଥିଲେ । ସମ୍ପୃକ୍ତ ମାମଲାକୁ ରଫାଦଫା କରିବା ପାଇଁ ମହିଳା ଥାନାର ଏଏସଆଇ ବବିତା ସୁନା ପ୍ରମୋଦକୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ପ୍ରମୋଦ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ । ଅଭିଯୋଗ ମୁତାବକ ଆଜି ପ୍ରମୋଦ ଟଙ୍କା ଦେଉଥିବା ବେଳେ ବବିତାଙ୍କୁ କାବୁ କରିଛି ପୋଲିସ । ଲାଞ୍ଚ ଅର୍ଥ ୧୦ ହଜାର ଟଙ୍କା ଭିଜିଲାନ୍ସର ଅଧିକାରୀ ଜବତ କରିଛନ୍ତି । ଏହାପରେ ଭିଜିଲାନ୍ସ ପକ୍ଷରୁ ବବିତାଙ୍କ କାର୍ଯ୍ୟାଳୟ ଓ ସରକାରୀ କ୍ବାର୍ଟର୍ସରେ ମଧ୍ୟ ଚଢ଼ାଉ ଜାରି ରହିଛି । ବବିତା ସୁନା ୨୦୧୬ରୁ ଏଏସଆଇ ଭାବେ ପଦୋନ୍ନତି ପାଇଥିବା ବେଳେ ଗତ ଦୁଇବର୍ଷ ହେଲା ସେ ମହିଳା ଥାନାରେ କାର୍ଯ୍ୟରତ ଅଛନ୍ତି ।

Tags: odishavigilance raid
ShareTweetShareSend
Sanchar Live

Sanchar Live

Next Post
ଅଜାତିରେ ବାହା ହୋଇଥିଲେ ବୋଲି ଶବକୁ ବି ଛୁଇଁଲେନି

ଅଜାତିରେ ବାହା ହୋଇଥିଲେ ବୋଲି ଶବକୁ ବି ଛୁଇଁଲେନି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.