Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Sanchar Live by Sanchar Live
June 6, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
95
VIEWS
FacebookTwitter

ମେଷ: ଇଚ୍ଛା ପୂରା କରିବା ପ୍ରୟାସରେ ସଫଳ ହେବେ । ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ । କାର୍ଯ୍ୟ ବ୍ୟସ୍ତତାରେ ରହିବା ଯୋଗୁଁ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଇପାରିବେ ନାହିଁ ।

ବୃଷ: ଆପଣ ନିଜ କଥାରେ ଲୋକଙ୍କ ମନକୁ ମନାଇ ନେଇପାରିବେ । ଅନଲାଇନି ବେପାରୀଙ୍କର ଭାଗ୍ୟ ଉଜ୍ଜ୍ବଳ ହେବ । ଦୀର୍ଘ ଦିନରୁ ଲାଗି ରହିଥିବା ଘରୋଇ ଅସୁବିଧା ଦୂର ହେବ ।

ମିଥୁନ: ଆପଣଙ୍କୁ ନିଜ ପ୍ରତିଭାରେ ଯଥେଷ୍ଟ ଲାଭ ମିଳିବ । ଜମି ସମସ୍ୟା ସମାଧାନ ହୋଇଯିବ । ଜୀବନସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ଆଜି ଆପଣ କାହାରିକୁ ସାହାଯ୍ୟ କରିବେ ।

କର୍କଟ: ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭ ହେବ । ବେପାରରେ ଭଲ ପ୍ରଗତି ହେବ । ଚାକିରି ପରିବର୍ତ୍ତନ କରିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଦିନଟି ଭଲ । ପ୍ରେମ ଜୀବନ ମଧୁର ହେବ ।

ସିଂହ: ଚାକିରିରେ ନୂଆ ଦାୟିତ୍ବ ପାଇବେ । ଅଚାନକ କୌଣସି ବନ୍ଧୁ ଆପଣଙ୍କୁ ଦେଖା କରିବାକୁ ଆସିବେ । ଭୁଲ୍ ଠିକର ପାର୍ଥକ୍ୟ ବୁଝି ଉଚିତ ନିର୍ଣ୍ଣୟ ନିଅନ୍ତୁ । ଜମିରେ ନିବେଶ ପାଇଁ ଦିନଟି ଭଲ ରହିବ ।

କନ୍ୟା: କୌଣସି କାମକୁ ନୂଆକରି ମୂଳରୁ ଆରମ୍ଭ କରିବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ । ପରିବାରରେ ଅଶାନ୍ତି କମ୍ ହେବ । ଭଲ ସାମାଜିକ କର୍ମୀ ରୂପେ ପ୍ରସିଦ୍ଧି ବଢ଼ିବ । ପ୍ରିୟଜନଙ୍କ ଠାରୁ ଉପହାର ପାଇବେ ।

ତୁଳା: କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ଯାହାଦ୍ବାରା ଆମଦାନି ବୃଦ୍ଧି ହେବ । ସନ୍ଧ୍ୟାରେ ଜୀବନସାଥୀଙ୍କ ସହ ଆପଣଙ୍କ ଜୀବନ ଆନନ୍ଦମୟ ହେବ । ବେକାରଙ୍କୁ ରୋଜଗାରର ସୁଯୋଗ ମିଳିବ ।

ବିଛା: ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ । ଆପଣଙ୍କ ଯୋଗ୍ୟତାରେ ଆପଣଙ୍କ ପରିବାରର ନାମ ଉଜ୍ଜ୍ବଳ କରିବେ । ବ୍ୟବସାୟରେ ନୂଆ ସୁଯୋଗ ପାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ ।

ଧନୁ: କୌଣସି ଜରୁରୀ କାମରେ ଦୂରସ୍ଥାନକୁ ଯିବେ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଚାକିରିଜୀବୀଙ୍କର ଦୂରସ୍ଥାନକୁ ବଦଳି ହୋଇପାରେ ।

ମକର: ଜୀବନକୁ ଭଲ ଢ଼ଙ୍ଗରେ ଜିଇଁବା ପାଇଁ ପ୍ରୟାସ କରିବେ । ଅପ୍ରତ୍ୟାଶିତ ଧନପ୍ରାପ୍ତି ହେବ । ବ୍ୟବସାୟ ବିଷୟରେ ବନ୍ଧୁ ସହିତ କଥାବର୍ତ୍ତା ହେବେ । ଗୃହିଣୀଙ୍କୁ ଘର କାମରେ ପତିଙ୍କ ସହଯୋଗ ମିଳିବ ।

କୁମ୍ଭ: ପୂର୍ବରୁ ଲାଗି ରହିଥିବା ଚିନ୍ତା ସମାପ୍ତ ହେବ । ଆପଣ ନିଜର ବିଚାର ଓ ଯୋଜନାକୁ କ୍ରିୟାନ୍ବିତ କରିବା ପାଇଁ ଲଗାତାର ପ୍ରୟାସ କରିବେ । ବିଦ୍ୟାର୍ଥୀଙ୍କର ପାଠପଢ଼ାରେ ରୁଚି ବଢ଼ିବ ।

ମୀନ: ମନ ଅଶାନ୍ତି ମୁକ୍ତ ରହିବ । ମହତ୍ବପୂର୍ଣ୍ଣ କଥା ଲୋକମାନଙ୍କ ସହିତ ଆଲୋଚନା କରିବାର ଅବସର ପାଇବେ । ଷ୍ଟିଲ୍ ବ୍ୟବସାୟୀଙ୍କ ହାତକୁ ବଡ଼ କାମ ଆସିବ । ଅଫିସ କାମରେ ଦୂରସ୍ଥାନକୁ ଯିବେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ପୁରୀ ଏସଡିଭିଓଙ୍କ କାର୍ଯ୍ୟାଳୟର କିରାଣୀ

ଭିଜିଲାନ୍ସ ଜାଲରେ ପୁରୀ ଏସଡିଭିଓଙ୍କ କାର୍ଯ୍ୟାଳୟର କିରାଣୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.