Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ

Sanchar Live by Sanchar Live
June 7, 2025
in ଓଡିଶା
0
ପୁଣି ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍‌
0
SHARES
9
VIEWS
FacebookTwitter

ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି ।  ଗତକାଲି ବିଳମ୍ବିତ ରାତ୍ରିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ ହୋଇଥିବା ବେଳେ ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ପାଳିତ ହେବ ଗୁଆଲି ଯାତ୍ରା  । ମଧ୍ଯାହ୍ନ ଧୂପ ପରେ ମହାପ୍ରଭୁଙ୍କ ବିଜେ ପ୍ରତିମା ଅର୍ଥାତ ନବଦମ୍ପତ୍ତି ଶ୍ରୀ ମଦନମୋହନ ଓ ରୁକ୍ମଣୀ ଗୁଆଲି ଯାତ୍ରା କରିବେ ।  ପ୍ରଥମେ ଶ୍ରୀମନ୍ଦିର ଭିତରେ ଭିତରଚ୍ଛ ମହାପାତ୍ରଙ୍କ ଦ୍ବାରା ଅକ୍ଷତ ବନ୍ଦାପନା, ପ୍ରସାଦ ଲାଗି ପରେ ପଟୁଆରରେ ରାଜା ନହରରେ ନବଦମ୍ପତ୍ତି ପହଂଚିବେ । ସେଠାରେ ଗଜପତି ବନ୍ଦାପନା କରିବେ ।  ଏହି ସମୟରେ ଗଜପତିଙ୍କ ପ୍ରତିନିଧି , ଛତିଷାନିଯୋଗ ମହାନାୟକ, ରାଜଗୁରୁ , ଜ୍ୟୋତିଷ, ତଢାଉକରଣ ଆଦି ଉପସ୍ଥିତ ରହି ରାଜନିତୀ ସଂପାଦନ କରିବେ ।

ଶ୍ରୀନହରରେ ବନ୍ଦାପନା ସରିବାପରେ ନବଦମ୍ପତ୍ତି ଗୋଟିଏ ପାଲିଙ୍କିରେ ବିରାଜମାନ କରି ସିଂହଦ୍ୱାର ଦେଇ ଜମ୍ବେଶ୍ୱର ମନ୍ଦିରକୁ ବିଜେ କରିବେ ଓ ସେଠାରେ ପଞ୍ଚୁଗ୍ରାସ ନୀତି ସମ୍ପାଦିତ ହେବ ।  ସେଠାରେ ନୀତିକାନ୍ତି ସରିବା ପରେ ଶ୍ରୀମନ୍ଦିରକୁ ପ୍ରତ୍ଯାବର୍ତ୍ତନ କରିବେ ।  ମହାପ୍ରଭୁଙ୍କ ଏହି ଗୁଆଲି ଯାତ୍ରା ସମୟରେ ଶହଶହ ଭକ୍ତେ ପଟୁଆରରେ ସାମିଲ ହେଵେ ।  ଆସନ୍ତା ୯ ତାରିଖରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଦଇତାପତି ସେବକ ମାନେ ଶ୍ରୀମନ୍ଦିରରେ ପ୍ରବେଶ କରି ଶ୍ରୀମୁଖ ଖଣ୍ଡୁଆ, ବାହୁଟକଣ୍ଟ ନୀତି ସମ୍ପାଦିତ କରି ସ୍ନାନଯାତ୍ରା ପହଣ୍ଡି ପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ କରିବେ ।

Tags: mahaprabhu marriageodishapiri
ShareTweetShareSend
Sanchar Live

Sanchar Live

Next Post
ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା

ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.