Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Sanchar Live by Sanchar Live
June 7, 2025
in ଓଡିଶା
0
୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

Oplus_131072

0
SHARES
14
VIEWS
FacebookTwitter

ଆସନ୍ତା ୨୦ ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ । ୧୨ ତାରିଖ ବଦଳରେ ୨୦ରେ ଆସୁଛନ୍ତି ମୋଦୀ । ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।  ରାଜ୍ୟରେ ବିଜେପି ସରକାରର ବର୍ଷ ପୂର୍ତ୍ତି  ଉତ୍ସବ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ।

ବର୍ଷ ପୂର୍ତ୍ତିକୁ ଉତ୍ସବ ଭାବେ ନୁହେଁ ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳନ କରିବେ ରାଜ୍ୟ ସରକାର ।   ଏହି  ରିପୋର୍ଟ କାର୍ଡ ଧରି ରାଜ୍ୟର ଏକ କୋଟି ପରିବାର ପାଖରେ ପହଞ୍ଚିବେ ସରକାର । ଜୁନ ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ । ରାଜ୍ୟ, ଜିଲ୍ଲାଠୁ ନେଇ ବ୍ଲକ ଓ ପଞ୍ଚାୟତ ପୌର ସଂସ୍ଥା ଗୁଡ଼ିକରେ କାର୍ଯ୍ୟକ୍ରମ କରାଯିବ । ବର୍ଷକ ମଧ୍ୟରେ ୧୧ ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କରିଛୁ ବୋଲି କହିଲେ ରାଜସ୍ୱ ମନ୍ତ୍ରୀ ।

୨୪ ନିର୍ବାଚନ ବେଳେ ୨୧ଟି ପ୍ରତିଶ୍ରୁତି ଦିଆଯାଇଥିଲା । ସରକାରକୁ ଆସିବା ପରେ ସେଥି ମଧ୍ୟରୁ ୧୧ ଟି ପ୍ରତିଶ୍ରୁତି ପାଳନ କରାଯାଇଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଆହୁରି କହିଛନ୍ତି ଆଗାମୀ ଏକ ବର୍ଷ ମଧ୍ୟରେ ଆଉ ୧୦ ଟି ନିର୍ବାଚନ ପ୍ରତିଶ୍ରୁତି ପୂରଣ କରାଯିବ ।

କେନ୍ଦ୍ରରେ ମୋଦୀ ସରକାରଙ୍କ ୧୧ ବର୍ଷ । ରାଜ୍ୟରେ ବିଜେପି ସରକାରର ୧ ବର୍ଷ ପୂର୍ତ୍ତି ପାଳନ ପାଇଁ ରାଜ୍ୟ ବିଜେପିର ଯୋଜନା । ବୁମଜଥ୍, ମଣ୍ଡଳ, ଜିଲ୍ଲା ଏବଂ ରାଜ୍ୟ ସ୍ତରରେ କମିଟି ବର୍ଷ ପୂର୍ତ୍ତି ପାଳନ ପାଇଁ ଗଠନ ହୋଇଛି କମିଟି । ଜୁନ୍ ୯ ରୁ ରାଜ୍ୟବ୍ୟାପୀ ଆରମ୍ଭ ହେବ ବିଭିନ୍ନ କାର୍ଯ୍ୟକ୍ରମ । ସେବା, ସୁଶାସନ, ଗରିବ କଲ୍ୟାଣର ମୂଳ ଆଧାରକୁ ନେଇ ଜନ ସାଧାରଣଙ୍କ ପାଖକୁ ଯିବ ଦଳ । ଉଭୟ କେନ୍ଦ୍ର ଓ ରାଜ୍ୟରେ ଡବଲ୍ ଇଞ୍ଜିନ୍ ସରକାରର ସଫଳତାର ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଇବେ ବିଜେପି କର୍ମକର୍ତ୍ତା । ସଶକ୍ତ ଭାରତ, ସୁରକ୍ଷିତ ଭାରତ ସମ୍ପର୍କରେ କାର୍ଯ୍ୟକର୍ତ୍ତାମାନେ ଲୋକଙ୍କ ପାଖରେ ବାର୍ତ୍ତା ପହଞ୍ଚାଇବେ ।

Tags: narendra modiodisha
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କଣ କହୁଛି ଆପଣଙ୍କ ଭାଗ୍ୟଫଳ

ଜାଣନ୍ତୁ କଣ କହୁଛି ଆପଣଙ୍କ ଭାଗ୍ୟଫଳ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.