Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home କ୍ରୀଡ଼ା

ଏମଏସ ଧୋନୀଙ୍କୁ ହଲ୍ ଅଫ୍ ଫେମରେ ସମ୍ମାନିତ କଲା ଆଇସିସି

Sanchar Live by Sanchar Live
June 10, 2025
in କ୍ରୀଡ଼ା
0
Oplus_131072

Oplus_131072

0
SHARES
32
VIEWS
Facebook
Twitter

ପୂର୍ବତନ ଭାରତୀୟ କ୍ରିକେଟ ଟିମ୍‌ ଅଧିନାୟକ ଏମଏସ ଧୋନୀଙ୍କୁ ହଲ୍ ଅଫ୍ ଫେମରେ ସମ୍ମାନିତ କଲା ଆଇସିସି । ସୋମବାର ଲଣ୍ଡନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆଇସିସି ହଲ ଅଫ ଫେମରେ ସାମିଲ ହୋଇଛନ୍ତି ଧୋନୀ । ବର୍ଷ ବର୍ଷ ଧରି ସାମିଲ ହୋଇଥିବା ୧୧୫ ଜଣ ଖେଳାଳିଙ୍କ ତାଲିକାରେ ନୂତନ ଭାବେ ଯୋଗ ଦିଆଯାଇଥିବା ସାତ ଖେଳାଳିଙ୍କ ମଧ୍ୟରୁ ଧୋନୀ ଜଣେ । ୧୧ତମ ଭାରତୀୟ ଖେଳାଳି ଭାବେ ତାଙ୍କୁ ଏହି ସମ୍ମାନ ମିଳିଛି ।

୨୦୦୭ରେ ପ୍ରଥମ ଆଇସିସି ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳର ଅଧିନାୟ ହୋଇଥିଲେ ଧୋନୀ ଏବଂ ଦଳକୁ ଟ୍ରଫି ଜିତାଇଥିଲେ । ସେ ୨୦୧୧ରେ ଦିନିକିଆ ବିଶ୍ୱକପ ଏବଂ ୨୦୧୩ରେ ଚାମ୍ପିଅନ୍ସ ଟ୍ରଫି ମଧ୍ୟ ଜିତିଥିଲେ । ଭାରତ ପାଇଁ ଧୋନୀ ୩୫୦ଟି ଦିନିକିଆ ଖେଳିଛନ୍ତି, ଯେଉଁଥିରେ ୫୦.୫୭ ହାରରେ ୧୦,୭୭୩ ରନ କରିଛନ୍ତି । ଏହି ସମୟରେ ସେ ୧୦ଟି ଶତକ ଏବଂ ୭୩ଟି ଅର୍ଦ୍ଧଶତକ ମଧ୍ୟ ହାସଲ କରିଛନ୍ତି । ସେହିପରି ସେ ୯୦ଟି ଟେଷ୍ଟ ଖେଳିଛନ୍ତି । ଏହି ଫର୍ମାଟରେ ସେ ୪୮୭୬ ରନ କରିଛନ୍ତି । ଯେଉଁଥିରେ ୬ଟି ଶତକ ରହିଛି । ଧୋନୀ ତାଙ୍କର ଶେଷ ଆନ୍ତର୍ଜାତିକ ମ୍ୟାଚ ୨୦୧୯ ବିଶ୍ୱକପ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିଥିଲେ । ୨୦୨୦ ଅଗଷ୍ଟରେ ସେ ଅବସର ଘୋଷଣା କରିଥିଲେ ।

Related posts

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ମହମ୍ମଦ ଶାମି

ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କଲେ ମହମ୍ମଦ ଶାମି

November 7, 2026
ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି

November 6, 2026
Tags: cricketericcms dhoni

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି
  • ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.