Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କାଲିଠୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

Sanchar Live by Sanchar Live
June 11, 2025
in ଓଡିଶା
0
କାଲିଠୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ
0
SHARES
36
VIEWS
FacebookTwitter

ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ ।  ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ ।  ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ ମୁତୟନ ହେବେ । ୭ ପ୍ଲାଟୁନ ପୁଲିସ୍ ସହ ଜଣେ ସେକ୍‌ସନ ଫୋର୍ସ ସାଦା ପୋଷାକରେ ରହିବେ ।  ସେହିପରି ଜଣେ ଅତିରିକ୍ତ ପୁଲିସ ଅଧୀକ୍ଷକ, ୪ ଜଣ ଡିଏସ୍‌ପି, ୩ ଜଣ ଇନ୍‌ସପେକ୍ଟ, ୧୭ ଜଣ ଏସ୍‌ଆଇ/ଏଏସ୍‌ଆଇ, ୪ ଜଣ ହାବିଲଦାର, ୬ ଜଣ କନଷ୍ଟେବଳ, ୫୬ ଜଣ ଗୃହରକ୍ଷୀ, ୧୦ ଜଣ ଟ୍ରାଫିକ ପୁଲିସ ଉପସ୍ଥିତ ରହିବେ ।

ସୁରକ୍ଷା ପାଇଁ ବେରିକେଡ ଲାଗିସାରିଛି । ସକାଳ ୬ଟାରୁ ଆରମ୍ଭ ହେବ ଅଲାରନାଥଙ୍କ ସାଧାରଣ ଦର୍ଶନ । ମହାପ୍ରଭୁଙ୍କର ଏହି ପୀଠରେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଶ୍ରଦ୍ଧାଳୁଙ୍କର ଭିଡ଼ ରହିବ । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି ।

Tags: alarnathBramhagiripuri
ShareTweetShareSend
Sanchar Live

Sanchar Live

Next Post
ଆଜି ଏହି ରାଶିର ଲୋକଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

ଆଜି ଏହି ରାଶିର ଲୋକଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ଘଟିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.