Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ୱର ବିମାନବନ୍ଦରରୁ ଆବୁଧାବିକୁ ବିମାନ ସେବା ଆରମ୍ଭ

Sanchar Live by Sanchar Live
June 12, 2025
in ଓଡିଶା
0
ଭୁବନେଶ୍ୱର ବିମାନବନ୍ଦରରୁ ଆବୁଧାବିକୁ ବିମାନ ସେବା ଆରମ୍ଭ
0
SHARES
40
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ୱର ବିମାନବନ୍ଦରରୁ ଆବୁଧାବିକୁ ବିମାନ ସେବା ଆରମ୍ଭ । କେନ୍ଦ୍ର ସରକାରଙ୍କ ସହଯୋଗରେ ଏହି ସେବା ଆରମ୍ଭ ହୋଇଛି । ଏହି ବିମାନରେ ଆଜି ୧୮୦ଜଣ ଯାତ୍ରୀ ସିଧାସଳଖ ଭାବରେ ଭୁବନେଶ୍ୱରରୁ ଆବୁଧାବିକୁ ଯାତ୍ରା କରିଛନ୍ତି । ଏହି  ବିମାନସେବା ଦ୍ୱାରା ଓଡ଼ିଶା ସିଧାସଳଖ ମିଡିଲ୍ ଇଷ୍ଟ ଦେଶଗୁଡ଼ିକ ସହ ଯୋଡ଼ି ହୋଇପାରିଛି । ଏହି ବିମାନସେବା ଦ୍ୱାରା ଓଡ଼ିଶାରେ ବାଣିଜ୍ୟ, ସଂସ୍କୃତି ଏବଂ ପର୍ଯ୍ୟଟନ କ୍ଷେତ୍ରରେ ନୂଆ ସୁଯୋଗ ସୃଷ୍ଟି ହେବ । ଓଡ଼ିଶାର କେନ୍ଦୁଝର, ଢେଙ୍କାନାଳ, ନୂଆପଡ଼ା ଏବଂ ରାୟଗଡ଼ ଜିଲ୍ଲାରୁ ୫୦ ଟନ ଆମରପାଲି ଆମ୍ବ ଆଜି ଆବୁଧାବିକୁ ରପ୍ତାନି କରାଯାଇଛି । ଓଡ଼ିଶାକୁ ଜାତୀୟ ଏବଂ ଅନ୍ତର୍ଜାତୀୟ ସ୍ତରରେ ଯୋଡ଼ିବା ପାଇଁ ଆମ ସରକାର ଭୁବନେଶ୍ୱରରୁ ଡେରାଡୁନ, କୋଚି, ଗାଜିଆବାଦ ଏବଂ ଲକ୍ଷ୍ନୌକୁ ବିମାନସେବା ଆରମ୍ଭ ହୋଇଛି । ଝାରସୁଗୁଡ଼ାରୁ ମୁମ୍ବାଇ, ଲକ୍ଷ୍ନୌ ଏବଂ ରୟପୁରରୁ ବିମାନସେବା ଆରମ୍ଭ ହୋଇଛି । ଓଡ଼ିଶା ହେବ ଓଡ଼ିଶାର ଇଣ୍ଡିଗୋ ହବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Tags: abudhabiair servicebhubaneswar
ShareTweetShareSend
Sanchar Live

Sanchar Live

Next Post
ହନିମୁନରେ ହତ୍ୟାକାଣ୍ଡ ଘଟଣା : ସାମ୍ନାକୁ ଆସିଲା ସାଙ୍ଘାତିକ ସତ

ହନିମୁନରେ ହତ୍ୟାକାଣ୍ଡ ଘଟଣା : ସାମ୍ନାକୁ ଆସିଲା ସାଙ୍ଘାତିକ ସତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.