Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବିମାନ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ

Sanchar Live by Sanchar Live
June 13, 2025
in ଭାରତ
0
ବିମାନ ଦୁର୍ଘଟଣାସ୍ଥଳକୁ ଯାଇ ସ୍ଥିତି ପରଖିଲେ ପ୍ରଧାନମନ୍ତ୍ରୀ
0
SHARES
0
VIEWS
FacebookTwitter

ସାରା ଦେଶକୁ ସ୍ତବ୍ଧ କରିଛି ଅହମଦାବାଦର ଭୟାବହ ବିମାନ ଦୁର୍ଘଟଣା। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୬୫କୁ ବୃଦ୍ଧି ହୋଇଛି । ଏହାରି ଭିତରେ ଗୁଜରାଟର ଅହମ୍ମଦାବାଦ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଆନ୍ତର୍ଜାତିକ ବିମାନବନ୍ଦର ପହଞ୍ଚି ସିଧାସଳଖ ମେଘାନୀନଗରଦୁର୍ଘଟଣାସ୍ଥଳକୁ ଯାଇଥିଲେ। ତାଙ୍କ ସହ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, କେନ୍ଦ୍ରୀୟ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମମୋହନ ନାଇଡୁ ଓ ରାଜ୍ୟ ଗୃହମନ୍ତ୍ରୀ ହର୍ଷ ସାଙ୍ଘଭୀ ଉପସ୍ଥିତ ଥିଲେ। ଦୁର୍ଘଟଣାସ୍ଥଳରେ ୨୦ ମିନିଟ ରହି ସ୍ଥିତି ପରଖିଥିଲେ ।

ଏଥିସହ ବରିଷ୍ଠ ଅଧିକାରୀ ଓ ଉଦ୍ଧାରକାରୀ ଟିମ ସହ ଆଲୋଚନା କରିଥିଲେ। ପରେ ଅହମ୍ମଦାବାଦ ସିଭିଲ ହସ୍ପିଟାଲକୁ ଯାଇ ଦୁର୍ଘଟଣାରେ ବର୍ତ୍ତିଥିବା ବିଶ୍ୱାସ କୁମାର ରମେଶ ଓ ଅନ୍ୟ ଆହତଙ୍କୁ ଭେଟି ସ୍ୱାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଥିଲେ । ହସ୍ପିଟାଲରେ ୨୫ ଜଣ ଆହତଙ୍କର ଚିକିତ୍ସା ଚାଲିଛି । ଏମାନଙ୍କ ମଧ୍ୟରୁ ଅଧିକାଂଶ ଡାକ୍ତରୀ ଛାତ୍ର । ସେହିପରି ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ପରିବାରକୁ ମଧ୍ୟ ଭେଟି ସମବେଦନା ଜଣାଇଛନ୍ତି ମୋଦି । ଅହମ୍ମଦାବାଦରେ ଦୁର୍ଘଟଣାସ୍ଥଳ ପରିଦର୍ଶନ ବେଳେ ବିପର୍ଯ୍ୟୟର ଦୃଶ୍ୟ ମର୍ମାହତ କରିଥିବା ପିଏମ ଏକ୍ସରେ ପୋଷ୍ଟ କରିଛନ୍ତି ।

ସେହିପରି ରେସକ୍ୟୁ ଟିମକୁ ପ୍ରଶଂସା କରିଛନ୍ତି । ଦୁର୍ଘଟଣାରେ ପ୍ରାଣହରାଇଥିବା ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ଏହା ପରେ ଅହମ୍ମଦାବାଦ ଏୟାରପୋର୍ଟରେ ବରିଷ୍ଠ ଅଧିକାରୀଙ୍କ ଗହଣରେ ସମୀକ୍ଷା ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ଭୟଙ୍କର ଦୁର୍ଘଟଣାରେ ମର୍ମାହତ ବୋଲି କହିଛନ୍ତି ମୋଦି । ହଠାତ ଏତେ ଲୋକଙ୍କ ଜୀବନ ଯିବା ଶବ୍ଦ ବାହାରେ ବୋଲି କହିଛନ୍ତି ।

Tags: ahemmadabadnarendramodi
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଦେଶରେ ଘଟିଥିବା ୧୦ ବଡ଼ ବିମାନ ଦୁର୍ଘଟଣା ଉପରେ…

ନଜର ପକାନ୍ତୁ ଦେଶରେ ଘଟିଥିବା ୧୦ ବଡ଼ ବିମାନ ଦୁର୍ଘଟଣା ଉପରେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.