Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସବୁଠି ଉତ୍ସାହର ମାହୋଲ, ଆଜି ପହିଲି ରଜ

Sanchar Live by Sanchar Live
June 14, 2025
in ଓଡିଶା
0
ସବୁଠି ଉତ୍ସାହର ମାହୋଲ, ଆଜି ପହିଲି ରଜ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ପହିଲି ରଜ । ମାଟି ଓ ଆକାଶର ମିଳନର ପର୍ବ । କୃଷିଭିତ୍ତିକ ଏହି ପର୍ବ ପାଇଁ ଉତ୍ସବମୁଖର ଗାଁ ଠୁ ସହର । ଜ୍ୟେଷ୍ଠ ମାସ ଶେଷ ଓ ଆଷାଢ଼ର ପହିଲି ପୁଲକରେ ଆସିଛି ରଜ ପର୍ବ । ଆଷାଢର ପ୍ରଥମ ଜଳରେ ମା’ ମାଟି ହୋଇଛି ରଜସ୍ବଳା । ଏଥିପାଇଁ ଏହିଦିନ କୃଷିକର୍ମ ନିଷେଧ କରାଯାଇଛି । ୩ ଦିନ ଧରି ପାଳିତ ହେବାକୁ ଥିବା ଏହି ରଜ ପର୍ବର ପୂର୍ବରୁ ଗତକାଲି ଯାଇଛି ସଜବାଜ । କୁମାରୀମାନେ ଅଳତା, କୁଙ୍କୁମ ନାଇ ରଜ ପାଇଁ ନିଜକୁ ପ୍ରସ୍ତୁତ କରିଛନ୍ତି । ଆଜି ପହିଲି ରଜ ଥିବାବେଳେ ଆସନ୍ତାକାଲି ରଜ ସଂକ୍ରାନ୍ତି । ଭୂମି ଦହନ ପରେ ବସୁମତି ସ୍ନାନ କରାଯିବ । ଉତ୍କଳୀୟ ସଂସ୍କୃତି ଓ ପରମ୍ପରାରେ ରଜର ମହତ୍ତ୍ବ ଅନନ୍ୟ । ରଜ ପର୍ବରେ କୁଆଁରୀ ଝିଅ ଓ ବୋହୂମାକୁ ସମ୍ମାନ ଦିଆଯାଇଥାଏ । ତେଣୁ ଏହି ୩ ଦିନ ସେମାନ କୋଣସି କାମ କରିବାକୁ ବାରଣ କରାଯାଇଛି । ଏପରିକି ଫୁଙ୍ଗୁଳା ପାଦ ଧରିତ୍ରୀ ଉପରେ ରଖିବା ବି ମନା । ଏଥିପାଇଁ ଝିଅମାନେ ପାଦରେ ବାନ୍ଧିଥାନ୍ତି କଦଳି ପାଟୁକା । ରଜରେ ପାରମ୍ପରିକ ପିଠା ଖାଇ ଦୋଳିରେ ଝୁଲନ୍ତି କୁମାରୀ । ଗାଁ ଗାଁରେ ରଜଗୀତ ସାଙ୍ଗକୁ ରଜ ପାନରେ ମହକୁଛି ପରିବେଶ । ସଜେଇ ହୋଇ ଫୁଲ ଦୋଳିରେ ଝୁଲି ଝୁଲି ଭାଇର ମଙ୍ଗଳ ମନାସୁଛନ୍ତି ଭଉଣୀ ।

Tags: Odisha culturepahili rajo
ShareTweetShareSend
Sanchar Live

Sanchar Live

Next Post
ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ : ଶ୍ରୀଅଙ୍ଗରୁ ଓଦା ବସ୍ତ୍ରକୁ ମଇଲମ କରିବେ ଦଇତାପତି ସେବାୟତ

ଜ୍ବରରେ କମ୍ପୁଛନ୍ତି ମହାପ୍ରଭୁ : ଶ୍ରୀଅଙ୍ଗରୁ ଓଦା ବସ୍ତ୍ରକୁ ମଇଲମ କରିବେ ଦଇତାପତି ସେବାୟତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.