Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Sanchar Live by Sanchar Live
June 19, 2025
in ଓଡିଶା
0
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଆସୁଛନ୍ତି ମୋଦି । ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ସରକାରର ବର୍ଷପୂର୍ତ୍ତି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ମୋଦିଙ୍କ ଗସ୍ତ ପାଇଁ ପୋଲିସ କମିଶନର ଅଧ୍ୟକ୍ଷତାରେ ବସିଥିଲା ମସୀକ୍ଷା ବୈଠକ । ମୋଦିଙ୍କ ସୁରକ୍ଷାରେ ନିୟୋଜିତ ରହିବେ ୧୩୩ ପ୍ଲାଟୁନ ପୋଲିସ ଫୋର୍ସ । ଏହାସହ ୫୯ ଜଣ ଡିସିପି ରାଙ୍କର ଅଫିସର, ୩୩ ଜଣ ଅତିରିକ୍ତ ଡିସିପି, ୯୩ ଜଣ ଡିଏସପି, ୧୦୬ ଜଣ ଇନସପେକ୍ଟର ଏବଂ ୪୫୦ଜଣ ଅନ୍ୟ ପୋଲିସ କର୍ମଚାରୀ ନିୟୋଜିତ ରହିବେ ।

ପ୍ରଧାନମନ୍ତ୍ରୀ ବିମାନରୁ ଓହ୍ଲାଇବା ପରେ ଭୁବନେଶ୍ୱର ଏୟାରପୋର୍ଟରୁ ପାଓ୍ବରାହାଉସ ଛକ ପର୍ଯ୍ୟନ୍ତ ହେବ ରୋଡ ସୋ । ଏଥିପାଇଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିବେ ଲୋକେ । ଭୁବନେଶ୍ୱରରେ ୧୨ଟି ସ୍ଥାନରେ ପାର୍କିଂର ବ୍ୟବସ୍ଥା କରିଛି କମିଶନରେଟ ପୋଲିସ । ସହରକୁ ଏଣ୍ଟ୍ରି କରୁଥିବା ସମସ୍ତ ରୁଟରେ ୧୨ଟି ପାର୍କିଂର ବ୍ୟବସ୍ଥା କରିଛି । ଯେପରି ସହର ଭିତରେ ଲୋକ ଗାଡି ଭର୍ତ୍ତି କରିବେ ନାହିଁ । ଅଯଥାରେ ଟ୍ରାଫିକ ପରିଚାଳନା ବିପର୍ଯ୍ୟସ୍ତ ହେବ ନାହିଁ । ସେନେଇ ଟ୍ରାଫିକ ପୋଲିସ ମାନଙ୍କୁ ମଧ୍ୟ ପରିଚାଳନା‌ ପାଇ ଦାୟିତ୍ବ ଦିଆଯାଇଛି । କେବଳ ରୋଡ ସୋର ସୁରକ୍ଷା ପାଇଁ ୨୫ପ୍ଲାଟୁନ ଫୋର୍ସ ମୁତୟନ କରାଯିବ ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସହର ଏବେ ହାଇଆଲର୍ଟ ରହିଛି । ଯେପରି ଅନେକ ସ୍ଥାନରେ ପୋଲିସ ଚେକିଂ ସହ ସହର ଭିତରକୁ ପ୍ରବେଶ କରୁଥିବା ବିଭିନ୍ନ ଗତିବିଧି ଉପରେ ମଧ୍ୟ ନଜର ରଖିଛି ପୋଲିସ । ଇଣ୍ଟେଲିଜେନସକୁ ମଧ୍ୟ ବଢାଯାଇଛି ।‌ ଏପରିକି ସହରରେ ରାତ୍ରିକାଳୀନ ଚେକିଂ କଡାକଡି ସହ ବିଭିନ୍ନ ଗେଷ୍ଟ ହାଉସ ଓ ହୋଟେଲରେ ମଧ୍ୟ ଚେକିଂ ଜୋରଦାର ହେଉଛି ।

 

Tags: narendra modiodisha
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ IT ରେଡ୍

ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ IT ରେଡ୍

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..
  • ଡାଇରିଆ ଅଞ୍ଚଳରେ ଖୋଲିବନି ସ୍କୁଲ !
  • ଧାମନଗର ପରେ ଆରଡି ପୀଠକୁ ବ୍ୟାପିଲା ଝାଡାବାନ୍ତି
  • ବିମାନ ବନ୍ଦର ପାଖରେ ରହିବନି ବଡ଼ ବିଲ୍ଡିଂ
  • କେମିତି ରହିବ ଗିଲ୍ ବାହିନୀର ପ୍ରଦର୍ଶନ, କାଲିଠୁ ଭାରତ-ଇଂଲଣ୍ଡ ପ୍ରଥମ ଟେଷ୍ଟ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.