Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ IT ରେଡ୍

Sanchar Live by Sanchar Live
June 19, 2025
in ଓଡିଶା
0
ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ IT ରେଡ୍
0
SHARES
39
VIEWS
FacebookTwitter

ସଂଚାର ବ୍ୟୁରୋ: ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ନବ ଦାସଙ୍କ ଘରେ IT ରେଡ୍ । ୨୦ରୁ ଅଧିକ ସ୍ଥାନରେ ଆୟକର ବିଭାଗ ଚଢାଉ କରିଛି । ସମ୍ବଲପୁର, ଝାରସୁଗୁଡ଼ା, ଭୁବନେଶ୍ବରରେ IT ରେଡ୍ । ସାଇଣ୍ଟିଫିକ୍ ଟିମ୍ ମଧ୍ୟ ଚଢାଉରେ ସାମିଲ । ଭୋର ୫ ଟାରୁ ଚଢାଉ କରୁଛି ଆୟକର ବିଭାଗ । ୩ଟି ଅଫିସ ବନ୍ଦ ରହିଥିବା ବେଳେ ତାହା ପରେ ଚଢାଉ କରାଯିବ । ଦୀପାଳି ପୁରୀରୁ ଫେରିଲେ ଅଫିସରେ ଚଢାଉ କରାଯିବ ବୋଲି ସୂଚନା ମିଳିଛି । ଆୟକର ଫାଙ୍କିବା ଅଭିଯୋଗରେ ତନାଘନା କରୁଛି ଆୟକର ବିଭାଗ ।

ସୂଚନା ଯୋଗ୍ୟ ଜାନୁୟାରୀ ୧୭ ତାରିଖରେ ମଧ୍ୟ ନବଙ୍କ ବଡଭାଇ ବ୍ରଜ ଦାସଙ୍କ ଘରେ ଆୟକର ଥିବା ଅଭିଯୋଗରେ କରିଥିଲା ଆଇଟି । ସମ୍ବଲପୁର ଧନକଉଡ଼ାସ୍ଥିତ ତାଙ୍କ ବାସଭବନ, ଭଡ଼ାଘରେ ଓ କାର୍ଯ୍ୟାଳୟରେ ଚଢାଉ କରାଯାଇଥିଲା । କୋଟି କୋଟି ଟଙ୍କାର ଆୟକର ଫାଙ୍କିବା ଅଭିଯୋଗରେ ରେଡ୍ ହୋଇଥିଲା । ଆୟକର ବିଭାଗର ୨ ଟିମ୍ ରେଡ୍‌ରେ ସାମିଲ ଥିଲେ ।

Tags: bhubaneswardipali dashit raidjharsugudaodisha
ShareTweetShareSend
Sanchar Live

Sanchar Live

Next Post
ଭୁବନେଶ୍ବରରୁ-କୋଲକାତା ଯାଉଥିବା ବିମାନରେ ମାଡ଼ ହେଲା ପକ୍ଷୀ, ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୧୮୦ ଯାତ୍ରୀ

ଭୁବନେଶ୍ବରରୁ-କୋଲକାତା ଯାଉଥିବା ବିମାନରେ ମାଡ଼ ହେଲା ପକ୍ଷୀ, ବଡ଼ ଦୁର୍ଘଟଣାରୁ ବର୍ତ୍ତିଲେ ୧୮୦ ଯାତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..
  • ଡାଇରିଆ ଅଞ୍ଚଳରେ ଖୋଲିବନି ସ୍କୁଲ !
  • ଧାମନଗର ପରେ ଆରଡି ପୀଠକୁ ବ୍ୟାପିଲା ଝାଡାବାନ୍ତି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.