Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଡାଇରିଆ ଅଞ୍ଚଳରେ ଖୋଲିବନି ସ୍କୁଲ !

Sanchar Live by Sanchar Live
June 19, 2025
in ଓଡିଶା
0
ଡାଇରିଆ ଅଞ୍ଚଳରେ ଖୋଲିବନି ସ୍କୁଲ !
0
SHARES
58
VIEWS
FacebookTwitter

ସଂଚାର ବ୍ୟୁରୋ: ଖରାଛୁଟି ପରେ ଆସନ୍ତାକାଲିଠାରୁ ସ୍କୁଲ ଖୋଲିବାର ଥିଲେ ମଧ୍ୟ ଡାଇରିଆ ଅଞ୍ଚଳରେ ସ୍କୁଲ ଖୋଲିନପାରେ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସେ କହିଛନ୍ତି, ଡାଇରିଆ ବ୍ୟାପିଥିବା ୩ ଜିଲ୍ଲାର ସ୍ଥିତି ଦେଖି ସ୍କୁଲ୍ ଖୋଲିବା ନିଷ୍ପତ୍ତି ନେବେ ଜିଲ୍ଲାପାଳ। ସ୍ଥିତି ଅଣାୟତ୍ତ ଥିଲେ ସ୍କୁଲ୍ ବନ୍ଦ ରଖିପାରିବେ। ଆକ୍ୱାଗାର୍ଡ ନ ଥିବା ସ୍କୁଲରେ ପିଲାଙ୍କୁ ଫୁଟା ପାଣି ପିଇବାକୁ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଚିକାମାନେ ମଧ୍ୟାହ୍ନ ଭୋଜନରେ ଗରମ ଖାଦ୍ୟ ସହ ପିଲାଙ୍କୁ ଫୁଟା ପାଣି ଦେବା ପାଇଁ କୁହାଯାଇଛି। ହଷ୍ଟେଲରେ ବି ସମାନ ପଦକ୍ଷେପ ଗ୍ରହଣ କରାଯିବ। ସ୍କୁଲ୍ ପରିବେଶ ସହ ପାଣି ଟାଙ୍କି ସଫା କରିବା ଉପରେ ଗୁରୁତ୍ଵ ଦିଆଯାଇଛି। ଏହା ସହିତ ସ୍କୁଲ ପରିସରର ସ୍ଵଚ୍ଛତା ଉପରେ ମଧ୍ୟ ଗୁରୁତ୍ଵ ଦେବାକୁ ଶିକ୍ଷାମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Tags: educationodishaschool
ShareTweetShareSend
Sanchar Live

Sanchar Live

Next Post
ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.