Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ

Sanchar Live by Sanchar Live
June 20, 2025
in ଓଡିଶା
0
ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
0
SHARES
15
VIEWS
FacebookTwitter

ଓଡ଼ିଶାର ଗର୍ବ ଓ ଗୌରବ, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଆଜି ଜନ୍ମଦିନ । ୬୭ ବର୍ଷରେ ପାଦ ଥାପିଲେ ମହାମହିମ ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମଙ୍କୁ ତାଙ୍କ ଜନ୍ମଦିନ ଅବସରରେ ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାମହିମଙ୍କୁ ଜଣାଇଛନ୍ତି ଶୁଭେଚ୍ଛା ।

ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ହ୍ୟାଣ୍ଡେଲ (X)ରେ ଉଲ୍ଲେଖ କରିଛନ୍ତି, ଜନ୍ମଦିନର ଅନେକ ଶୁଭକାମନା ରାଷ୍ଟ୍ରପତି ଜୀ । ଆପଣଙ୍କ ଜୀବନଶୈଳୀ ଓ ନେତୃତ୍ୱ ସମସ୍ତଙ୍କ ପାଇଁ ପ୍ରେରଣାଦାୟୀ । ଦେଶର କୋଟି କୋଟି ଜନତା ଆପଣଙ୍କଠାରୁ ପ୍ରେରଣା ପାଇଛନ୍ତି ।” ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ମୋଦି ଆହୁରି ଲେଖିଛନ୍ତି ଯେ, ସେ ସମାଜସେବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଦେଇଛନ୍ତି । ସେ ସର୍ବଦା ପଛୁଆ ବର୍ଗ ଲୋକଙ୍କ ଉନ୍ନତିକରଣ ଦିଗରେ କାମ କରିଆସିଛନ୍ତି । ଭଗବାନ ତାଙ୍କୁ ସୁଖ ସମୃଦ୍ଧି ଦିଅନ୍ତୁ ଓ ଦୀର୍ଘାୟୁ କରନ୍ତୁ । ଯେପରିକି ସେ ଏମିତି ସେବା ଜାରି ରଖି ପାରିବେ ।

ଦେଶର ୧୫ ତମ ରାଷ୍ଟ୍ରପତି ଭାବେ ପଦ ଅଳଙ୍କୃତ କରିଛନ୍ତି ମହାମହିମ ଦ୍ରୌପଦୀ ମୁର୍ମୁ । ୧୯୫୮ ମସିହା ଜୁନ୍ ୨୦ରେ ସେ ଜନ୍ମଗ୍ରହଣ କରିଥିଲେ । ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରର ଏକ ଅଖ୍ୟାତ ପଲ୍ଲୀ ଉପରବେଡ଼ାରେ ଜନ୍ମଗ୍ରହଣ କରିଥିବା ଦ୍ରୌପଦୀ ଏବେ ଦେଶର ପ୍ରଥମ ନାଗରିକ । ଜଣେ ଓଡ଼ିଆ ଝିଅ ଦେଶର ସର୍ବୋଚ୍ଚ ଆସନ ଅଳଂକୃତ କରିଥିବାରୁ ରାଜ୍ୟବାସୀ ଗର୍ବିତ । ୨୫ ଜୁଲାଇ ୨୦୨୨ରେ ରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ ଦ୍ରୌପଦୀ । ଆଦିବାସୀ ବହୁଳ ଅଞ୍ଚଳ ମୟୂରଭଞ୍ଜ ରାଇରଙ୍ଗପୁରରୁ ରାଇସିନା ହିଲ୍ ଯାତ୍ରା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଥିଲା ।

Tags: DropadimurmuHappybirthday
ShareTweetShareSend
Sanchar Live

Sanchar Live

Next Post
ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.