Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି

Sanchar Live by Sanchar Live
June 21, 2025
in ଓଡିଶା
0
ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି । ସ୍ନାନ ପୂର୍ଣ୍ଣିମା ଠାରୁ ଅଣସର ଘରେ ଅସୁସ୍ଥ ଥିବା ଚତୁର୍ଦ୍ଧାମୂର୍ତ୍ତୀ ଦଶମୀ ତିଥିରେ ଶଯ୍ୟା ଛାଡିଛନ୍ତି । ଅଣସର ଘରେ ଚକାରେ ବିଜେ ହୋଇଛନ୍ତି ଶ୍ରୀବିଗ୍ରହ । ଏକାଦଶୀ ତିଥିରେ ଦଶମୂଳ ସେବନ ପରେ ମହାପ୍ରଭୁ ସଂପୂର୍ଣ୍ଣ ସୁସ୍ଥ ହେବେ । ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଓଷ ଲାଗି ପରେ ଧିରେ ଧିରେ ଜ୍ୱରରୁ ଉପଶମ ହୋଇଛନ୍ତି । ଦୀର୍ଘ ୯ ଦିନ ଜ୍ୱରରେ ପୀଡିତ ହୋଇ ଅଣସର ପିଣ୍ଡିରେ ବିଶ୍ରାମ ନେଉଥିବା ଶ୍ରୀଜୀଉ ଉଠି ବସିଛନ୍ତି । ଆଜି ଏକାଦଶୀ ତିଥିରେ ମହାପ୍ରଭୁଙ୍କ ଠାରେ ଦଶମୂଳ ମୋଦକ ଲାଗି କରାଯିବ । ଏହାପରେ ଅସୁସ୍ଥ ଥିବା ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ଗତକାଲି ରାଜବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଦଶମୂଳ ମୋଦକ ସାତୋଟି ବଢାରେ ଶ୍ରୀମନ୍ଦିରରେ ଆସି ପହଞ୍ଚିଥିଲା ।

ଏକାଦଶୀ ତିଥି ପରେ ମହାପ୍ରଭୁଙ୍କୁ ଏହା ଲାଗି କରାଯିବାର ପରମ୍ପରା ରହିଛି । ଆଜି ଖଳିଲାଗି ଏକାଦଶୀରେ ଠାକୁରମାନଙ୍କୁ ଖଳି ଲାଗି କରାଯିବ । ଦଇତା ଓ ପତିମହାପାତ୍ର ତିନି ବାଡରେ ଶ୍ରୀଅଙ୍ଗରେ ଚନ୍ଦନ ଲେପନ କରିବେ । ଚନ୍ଦନରେ କର୍ପୂର , କେଶର ଓ ଆବଶ୍ୟକ ପରିମାଣର କସ୍ତୁରୀ ମିଶାଯାଇ ଶ୍ରୀବିଗ୍ରହ ମାନଙ୍କୁ ଲାଗି କରାଯିବାର ବିଧି ରହିଛି । ମହାପ୍ରଭୁ ବାରଲାଗି ପାଟ ପରିଧାନ କରିବେ । ତୁଳସୀ ଲାଗି କରିବା ପରେ ମହାପ୍ରଭୁଙ୍କୁ ଦଶମୂଳ ଲାଗି କରାଯିବ । ଏହାପରେ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ହେବେ । ତେବେ ମହାପ୍ରଭୁ ଜ୍ୱରରେ କମ୍ପୁ ଥିବାରୁ ଭୋଗଲାଗି ସମୟରେ ଘଂଟ ବାଜିବା ବନ୍ଦ ରହିଥାଏ । ଖଳି ଲାଗି ସମୟରେ ଘଂଟ ଓ କାହାଳୀ ବଜାଇ ଶ୍ରୀଜୀଉମାନେ ସୁସ୍ଥ ହେଉଥିବା ବାର୍ତ୍ତା ଭକ୍ତଙ୍କୁ ଜଣାଇବାର ପରମ୍ପରା ରହିଛି ।

Tags: jay jaganathkhalilaginitipuri
ShareTweetShareSend
Sanchar Live

Sanchar Live

Next Post
ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ
  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.