Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପବିତ୍ର ନନ୍ଦୋତ୍ସବ

Sanchar Live by Sanchar Live
August 27, 2024
in ଓଡିଶା
0
ଆଜି ପବିତ୍ର ନନ୍ଦୋତ୍ସବ
0
SHARES
10
VIEWS
FacebookTwitter

ସଂଚାର ବୁରୋ: ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ । ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତାରଣ କରିଥିଲେ। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ସମସ୍ତ ମଠ ମନ୍ଦିର। ମଧ୍ୟରାତ୍ରିରେ ଶ୍ରୀକୃଷ୍ଣଙ୍କ ଧରାବତାରଣ ପରେ ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି । ସନ୍ଧ୍ୟାଆଳତୀ ସରିବାପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ । ପରେ ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓଲ୍ହାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ । ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି ।

Tags: janmastaminandostavOdisha culturesrikrushna
ShareTweetShareSend
Sanchar Live

Sanchar Live

Next Post
ଦୁଇ ଦିନ ବିରତି ପରେ ପୁଣି ସରଗରମ ହୋଇପାରେ ବିଧାନସଭା

ଦୁଇ ଦିନ ବିରତି ପରେ ପୁଣି ସରଗରମ ହୋଇପାରେ ବିଧାନସଭା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.