Thursday, June 26, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୫ ଦିନ ପରେ ଭକ୍ତ ଦେଖିବେ କଳା ଶ୍ରୀମୁଖ, ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ

Sanchar Live by Sanchar Live
June 26, 2025
in ଓଡିଶା
0
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; କାଲି ନବଯୌବନ ବେଶ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ୧୫ ଦିନ ପରେ ଭକ୍ତ ଦେଖିବେ କଳା ଶ୍ରୀମୁଖ । ସକାଳ ୮ଟାରୁ ୯ଟା ପାରିମାଣିକ ଟିକେଟ୍‌ ଦର୍ଶନ ଓ ୯ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବ୍ୟବସ୍ଥା ହୋଇଛି । ଦକ୍ଷିଣ ଦ୍ଵାର ଦେଇ ଟିକେଟଧାରୀ ଭକ୍ତ ପ୍ରବେଶ କରିବେ। ପରିମାଣିକ ଦର୍ଶନ ପାଇଁ ୩ହଜାର ଟିକେଟ୍‌ ବନ୍ଦୋବସ୍ତ କରାଯାଇଛି । ଦିନ ୧୨ଟାରେ ନେତ୍ରୋତ୍ସବ। ଅପରାହ୍ନ ୪ଟା ୧୦ରେ ରଥରେ ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାରକୁ ଆସିବ ତିନି ରଥ ।ରଥଯାତ୍ରା ପାଇଁ ସବୁ ବିଭାଗର ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହୋଇଛି । ଆଜିଠାରୁ ଲାଗୁ ହେବ ଟ୍ରାଫିକ ନିୟମାବଳୀ । ବ୍ରହ୍ମଗିରି, କୋଣାର୍କ ଓ ଭୁବନେଶ୍ବର ଆଡୁ ଆସୁଥିବା ଦୁଇ ଚକିଆ ଓ ଚାରି ଚକିଆ ଯାନ ପାଇଁ ଚିହ୍ନିତ ପାର୍କିଂ ସ୍ଥାନରେ ପାର୍କିଂ କରାଯାଇପାରିବ । ଚାଟବୋଟ ଆପ୍‌ ଦ୍ୱାରା ସୂଚନା ପାଇବେ ଶ୍ରଦ୍ଧାଳୁ।
ସେପଟେ ଆସନ୍ତାକାଲି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ରତ୍ନବେଦୀରୁ ଜନ୍ମବେଦୀକୁ ଯାତ୍ରା କରି ଲୀଳାଖେଳା କରିବେ ମହାପ୍ରଭୁ | ବଡଦାଣ୍ଡରେ ମାନବୀୟଲୀଳାରେ ସାମିଲ ହେବେ ଅଗଣିତ ଭକ୍ତ | ଚଳିତ ରଥଯାତ୍ରାରେ ପ୍ରବଳ ଭକ୍ତଙ୍କ ସମାଗମକୁ ଲକ୍ଷ୍ୟ କରି ପୋଲିସ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ରଥ ଟଣାକୁ ଶୃଙ୍ଖଳିତ କରିବା ନେଇ ପ୍ରଶାସନ ପକ୍ଷରୁ ରିଜର୍ଭ ପୋଲିସ ଲାଇନ ପଡିଆରେ ସମ୍ପୁର୍ଣ୍ଣ ରଥଟଣାର ମକଡ୍ରିଲ ଓ ଅଭ୍ୟାସ କରାଯାଇଛି | ଚଳିତ ବର୍ଷ ରଥଯାତ୍ରାରେ ସର୍ବାଧିକ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ | ବମ ସ୍କ୍ୱାଡ଼, ଡ଼ଗ ସ୍କ୍ୱାଡ଼ ସହ ସିସିଟିଭି ସର୍ଭେଲାନ୍ସର ବ୍ୟବସ୍ଥା କରାଯାଇଛି। ସମୁଦ୍ର ପଥ ସୁରକ୍ଷାକୁ ନେଇ ସବୁ ବ୍ୟବସ୍ଥା କରାଯାଇଥିବାବେଳେ ଇଣ୍ଟିଗ୍ରେଟେଡ କମାଣ୍ଡ କଣ୍ଟ୍ରୋଲ ରୁମ୍ କରାଯାଇଛି। ଭୁବନେଶ୍ଵର ପୁରୀ, ପୁରୀ କୋଣାର୍କ ରାସ୍ତା ସହିତ ପୁରୀ ସହର ରେ ୨୭୫ଟି ଏଆଇ କ୍ୟାମେରା ଲଗାଯାଇଛି।…

Tags: nabajauban darshanpuri
ShareTweetShareSend
Sanchar Live

Sanchar Live

Next Post
ସିଆରପି ଓଭରବ୍ରିଜ ଉପରେ ସଡକ ଦୁର୍ଘଟଣା : ଜଣେ ମୃତ

ସିଆରପି ଓଭରବ୍ରିଜ ଉପରେ ସଡକ ଦୁର୍ଘଟଣା : ଜଣେ ମୃତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ସମାଲୋଚନା କଲେ ପ୍ରତିରକ୍ଷା ମନ୍ତ୍ରୀ
  • ପାର୍ଲାମେଣ୍ଟ ଏଷ୍ଟିମେଟ କମିଟି ବୈଠକରେ ଖାନାପିନାକୁ ନେଇ ବିବାଦ
  • ଗୁରୁତ୍ବପୂର୍ଣ୍ଣ ସୂଚନା ପାକିସ୍ତାନକୁ ଦେବା ଅଭିଯୋଗରେ ଗିରଫ
  • ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ରଥ ଯାତ୍ରା ପାଇଁ ସ୍ଵତନ୍ତ୍ର ଟ୍ରାଫିକ୍ ମୋବିଲିଟି ପ୍ଲାନ୍ ଚୂଡ଼ାନ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.