Monday, September 7, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ଆଜିଠୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତ

Sanchar Live by Sanchar Live
July 2, 2025
in Uncategorized
0
ଆଜିଠୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତ
0
SHARES
15
VIEWS
FacebookTwitter

ଆଜିଠୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଦେଶ ଗସ୍ତ। ବ୍ରିକ୍ସ ସମ୍ମିଳନୀରେ ସାମିଲ ହେବା ସହିତ ଆଜିଠାରୁ ଜୁଲାଇ ୯ ମଧ୍ୟରେ ୫ଟି ରାଷ୍ଟ୍ର ଗସ୍ତ କରିବେ ମୋଦି । ପିଏମ ମୋଦି ଘାନା, ତ୍ରିନିଦାଦ ଓ ତବାଗୋ, ଆର୍ଜେଣ୍ଟିନା, ବ୍ରାଜିଲ ଏବଂ ନାମ୍ବିଆ ଗସ୍ତ କରିବେ । ୩୦ ବର୍ଷ ପରେ ଭାରତୀୟ ପ୍ରଧାନମନ୍ତ୍ରୀ ଘାନା ଗସ୍ତ କରିବାକୁ ଯାଉଥିବା କହିଛନ୍ତି ବୈଦେଶିକ ମନ୍ତ୍ରଣାଳୟ ସଚିବ ନିନା ମାଲହୋତ୍ରା । ଗସ୍ତ ସମୟରେ ସାମରିକ, ବାଣିଜ୍ୟ ସହଭାଗିତା ନେଇ ଦ୍ବିପାକ୍ଷାକ ଆଲୋଚନା କାର୍ଯ୍ୟକ୍ରମ ରହିଛି । ଘାନା ପିଏମଙ୍କ ସହ ମୋଦିଙ୍କ ରାତ୍ରିଭୋଜନ ରହିଛି । ୧୫ ହଜାରରୁ ଅଧିକ ପ୍ରବାସୀ ଭାରତୀୟଙ୍କ ସହ ପ୍ରଧାନମନ୍ତ୍ରୀ ମୋଦି ଆଲୋଚନା କରିବା ସମ୍ଭାବନା ରହିଛି। ୧୯୯୯ ପରେ ଏହା ଭାରତ ପ୍ରଧାନମନ୍ତ୍ରୀଙ୍କ ପ୍ରଥମ ତ୍ରିନିଦାଦ ଓ ତବୋଗୋ ଗସ୍ତ ହେବ ।

ପ୍ରଧାନମନ୍ତ୍ରୀ କମଲା ପ୍ରସାଦ ବିଶେସରଙ୍କ ନିମନ୍ତ୍ରଣରେ ପିଏମ ମୋଦିଙ୍କ ଏହା ପ୍ରଥମ ତ୍ରିନିଦାଦ ଓ ତବୋଗୋ ଗସ୍ତ । ଜୁଲାଇ ୫ରୁ ୮ ମଧ୍ୟରେ ବ୍ରାଜିଲର ରିଓ-ଡି-ଜେନେରିଓରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ମୋଦି । ଏହାପୂର୍ବରୁ ଜୁଲାଇ ୨ରୁ ୩ ଘାନା, ଜୁଲାଇ ୩ରୁ ୪ ତ୍ରିନିଦାଦ ଓ ତବାଗୋ, ଜୁଲାଇ ୪ରୁ ୫ ଆର୍ଜେଣ୍ଟିନା ଗସ୍ତ କରିବେ । ଗସ୍ତର ଶେଷ ପର୍ଯ୍ୟାୟରେ ଜୁଲାଇ ୯ରେ ନାମ୍ବିଆ ଗସ୍ତ କରି ରାଷ୍ଟ୍ରପତି ନେତୁମ୍ବ ନାମ୍ବିଙ୍କ ସହି ଦ୍ବିପାକ୍ଷିକ ଆଲୋଚନା କରିବେ ପିଏମ ମୋଦି।

Tags: narendramodipmo india
ShareTweetShareSend
Sanchar Live

Sanchar Live

Next Post
୨୪ ଘଣ୍ଟାରେ ଲଘୁଚାପ, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

୪ରୁ ଆଉ ଗୋଟିଏ ଘୂର୍ଣ୍ଣିବଳୟ; ରାଜ୍ୟରେ ଜାରି ରହିବ ଲଗାଣ ବର୍ଷା…

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଦିଲ୍ଲୀରେ କୋଠା ଭୁଶୁଡିବା ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି
  • ଆସନ୍ତା ୯ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ
  • ପିଆଜ ଦରରେ ନିଆଁ ! ଖୁଚୁରା ବଜାରରେ ଦର ୭୦ ଛୁଇଁଲା
  • ନିଶା ମହାରଣାଙ୍କ ଉପରେ ବୋତଲ ଓ ଚେୟାର ମାଡ଼

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.