Friday, July 17, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଢ଼ିଲା ସୁନା ଦର, ଜାଣନ୍ତୁ ଓଡ଼ିଶାରେ କେତେ?

Sanchar Live by Sanchar Live
July 2, 2025
in ଓଡିଶା
0
ବଢ଼ିଲା ସୁନା ଦର, ଜାଣନ୍ତୁ ଓଡ଼ିଶାରେ କେତେ?
0
SHARES
335
VIEWS
FacebookTwitter

ଦେଶ ଓ ରାଜ୍ୟରେ ଜାରି ହୋଇଛି ସୁନା ଓ ରୂପାର ନୂଆ ଦର । ପ୍ରତିଦିନ ସୁନା ଓ ରୂପା ଦର ନିର୍ଦ୍ଧାରଣ କରାଯାଇଥାଏ । କେଉଁ ଦିନ ଦର କମିଥାଏ ତ କେବେ ବଢିଥାଏ ଆଉ ପୁଣି କେବେ ସମାନ ରହିଥାଏ । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର ।

ଆଜି ସୁନା ଦର ବୃଦ୍ଧି ହୋଇଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୮୯୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୬୫୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା୯୮, ୮୯୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୬୫୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୦, ୮୯୦ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯ ୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୮୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୬୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ

ଯଥାକ୍ରମେ ୯୮, ୮୯୦ ଓ ୯୦ ହଜାର ୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୭୯ , ୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: Gold priceodishasilver price
ShareTweetShareSend
Sanchar Live

Sanchar Live

Next Post
କାଲିଠୁ ଅମରନାଥ ଯାତ୍ରା, ଜମ୍ମୁରେ ପହଞ୍ଚିଲେ ଶ୍ରଦ୍ଧାଳୁ

କାଲିଠୁ ଅମରନାଥ ଯାତ୍ରା, ଜମ୍ମୁରେ ପହଞ୍ଚିଲେ ଶ୍ରଦ୍ଧାଳୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆକ୍ରମଣରେ ୪୫ ଜଣ ପାକିସ୍ତାନୀ ସେନାଙ୍କ ମୃତ୍ୟୁ
  • ଭକ୍ତଙ୍କୁ ରଥରୁ ଚାହିଁଛି କାଳିଆ
  • କିଡନୀ ଷ୍ଟୋନ୍ ଏବଂ କଫି ମଧ୍ୟରେ ସମ୍ପର୍କ, ଜାଣନ୍ତୁ ଅଜଣା କଥା
  • ପ୍ରେମ ପାଇଁ ଜୀବନ ହାରିଦେଲେ ନର୍ସ
  • ଫିଫା ବିଶ୍ୱକପ: ଫାଇନାଲରେ ସ୍ପେନ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.