Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଗାମୀ ୫ ଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Sanchar Live by Sanchar Live
July 3, 2025
in ଓଡିଶା
0
ଆଗାମୀ ୫ ଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
0
SHARES
28
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୦୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା । ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଉପରେ ଘୂର୍ଣ୍ଣିବଳୟ ଜାରି ରହିଛି । ଏବେ ଏହା ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଆଡକୁ ଘୂର୍ଣ୍ଣିବଳୟ ରହିଥିବା ବେଳେ ଏହି ଟ୍ରପ ଲାଇନ ଏବେ ଦକ୍ଷିଣ-ପୂର୍ବ ରାଜସ୍ଥାନରୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଦେଇ କେନ୍ଦ୍ରୀୟ ମଧ୍ୟପ୍ରଦେଶ, ଉତ୍ତର ଛତିଶଗଡ଼ ଦେଇ ଗତି କରୁଛି । ଆଜି ରାଜ୍ୟର ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, କୋରାପୁଟ, ସୋନପୁର, ବରଗଡ ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପବନ ସହ ବର୍ଷା ସମ୍ଭାବନା ରହିଛି ।

ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ବହିବା ସହିତ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ବି ହୋଇପାରେ । ସେଥିପାଇଁ ଏହି ସବୁ ଜିଲ୍ଲା ମାନଙ୍କୁ ଅରେଞ୍ଜ ଆଲର୍ଟ ଜାରି କରିଛି ବିଭାଗ । ପୁଣି ୫ ତାରିଖ ଓ ୬ ତାରିଖ ଦିନ ବି ରାଜ୍ୟର ଝାରସୁଗୁଡା ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପବନର ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ବିଭାଗ ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୧୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଆସନ୍ତା ୧୪ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ
  • ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଖବର
  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.