Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଜାଣନ୍ତୁ ଭାରତରେ ଖୋଲୁ ଖୋଲୁ କାହିଁକି ପୁଣି ବ୍ୟାନ ହେଲା ପାକିସ୍ତାନୀ ସେଲିବ୍ରିଟିଙ୍କ ଆକାଉଣ୍ଟ

Sanchar Live by Sanchar Live
July 3, 2025
in ଭାରତ
0
ଜାଣନ୍ତୁ ଭାରତରେ ଖୋଲୁ ଖୋଲୁ କାହିଁକି ପୁଣି ବ୍ୟାନ ହେଲା ପାକିସ୍ତାନୀ ସେଲିବ୍ରିଟିଙ୍କ ଆକାଉଣ୍ଟ
0
SHARES
54
VIEWS
FacebookTwitter

ସଂଚାର ବ୍ୟୁରୋ: ଭାରତରେ ପୁଣି ବବନ୍ଦ ହେଲା ପାକିସ୍ତାନୀ ସେଲିବ୍ରିଟିଙ୍କ ଆକାଉଣ୍ଟ । ଖୋଲିବାର ମାତ୍ର ୨୪ ଘଣ୍ଟା ମଧ୍ୟରେ ବହୁ ନାମୀ ଦାମୀ କଳାକାର, କ୍ରିକେଟର ଏବଂ ୟୁଟ୍ୟୁବରଙ୍କ ଆକାଉଣ୍ଟ ଆଉ ଏବେ ଆସୁନାହିଁ । ତେବେ କାହିଁକି ପୁଣିଥରେ ଏଭଳି ନିଷ୍ପତ୍ତି ନିଆଗଲା । ଏହା ପଛରେ କଣ ରହିଛି କାରଣ । ଏହାକୁ କାହିଁକି ବ୍ୟାନ କରାଯିବାକୁ ନିଆଗଲା ନିଷ୍ପତ୍ତି । ତେବେ ପାକିସ୍ତାନର ପ୍ରତିଷ୍ଠିତ ସେଲିବ୍ରିଟି ହାନିଆ ଆମୀର, ସାହିଦ ଆଫ୍ରିଦ, ଫଓ୍ବାଦ ଖାନଙ୍କ ଭଳି ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଏବଂ ଏକ୍ସ ଆକାଉଣ୍ଟ ଏବେ ଭାରତର ୟ୍ୟୁଜର୍ସମାନେ ଦେଖିବାକୁ ପାଉନାହାନ୍ତି । ତେବେ ଏଯାବତ ଏନେଇ କୌଣସି ସରକାରୀ ତଥ୍ୟ ପ୍ରଦାନ କରାଯାଇନାହିଁ । ମାତ୍ର ଏହିସବୁ ଆକାଉଣ୍ଟକୁ ସର୍ଚ୍ଚ କଲେ ନଟ୍ ଆଭେଲେବଲ ଦେଖାଉଛି ।

କହି ରଖୁଛୁ କି, ଗତକାଲି ପାକିସ୍ତାନୀ ମିଡିଆ ଏବଂ ସୋସିଆଲ ମିଡିଆ ଉପରୁ ହଟିଥିଲା ପ୍ରତିବନ୍ଧକ । ପାକିସ୍ତାନର ବଡ ବଡ ସେଲିବ୍ରିଟି ଏବଂ ଖେଳାଳୀଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଉପରୁ ପ୍ରତିବନ୍ଧକ ହଟିଥିଲା । ଏହାପରେ ପାକିସ୍ତାନୀ ଟିଭି ଚ୍ୟାନେଲ ଏବଂ ସୋସିଆଲ ମିଡିଆ ଭାରତରେ ଦେଖିବାକୁ ମିଳୁଛି । ପହଲଗାମ୍ ହମଲା ପରେ ଅପରେସନ ସିନ୍ଦୂର ସମୟରେ ଏହି ପ୍ରତିବନ୍ଧକ ଲଗାଇଥିଲା ଭାରତ । ଅପରେସନ ସିନ୍ଦୂର ବେଳେ ଅପପ୍ରଚାର ଏବଂ ଦଙ୍ଗା ସୃଷ୍ଟିକାରୀ କଣ୍ଟେଣ୍ଟ ପକାଉଥିବାରୁ ପାକିସ୍ତାନୀ ମିଡିଆ ଏବଂ ସୋସିଆଲ ମିଡିଆ ସହ ସେଲିବ୍ରିଟିଙ୍କ ଆକାଉଣ୍ଟକୁ ବନ୍ଦ କରାଯାଇଥିଲା ।

ମାତ୍ର କାଲି ଅନେକ ପାକିସ୍ତାନୀ ସେଲିବ୍ରିଟିଙ୍କ ସୋସିଆଲ ମିଡିଆ ସହ ହମ୍ ଟିଭି, ଏଆରୟାଇ ଡିଜିଟାଲ, ହର ପଲ ଜିଓ ଏବେ ଭାରତରେ ଦୃଶ୍ୟମାନ ହୋଇଥିଲେ ବି ଆଜି ଏହା ଆଉ ଦେଖିବାକୁ ମିଳୁନି ।

ସେପଟେ ବୁଧବାର ପାକିସ୍ତାନୀ ସେଲିବ୍ରିଟିଙ୍କ ଆକାଉଣ୍ଟ ଭାରତରେ ଦେଖାଯିବା ପରେ ଏହାକୁ ନେଇ ଅଭିଯୋଗ ଆଣିଥିଲା AIWCA । ଅଲ ଇଣ୍ଡିଆ ସିନେ ଓ୍ବାକର୍ସ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ଏନେଇ ଏକ ନିବେଦନ କରାଯାଇଥିଲା । ଯେଉଁଥିରେ ସେମାନେ ଦାବି କରିଥିଲେ କି, ପାକିସ୍ତାନୀ ସେଲିବ୍ରିଟିଙ୍କ ଆକାଉଣ୍ଟକୁ ସମ୍ପୂର୍ଣ୍ଣ ଭାବେ ବ୍ୟାନ୍ କରାଯାଉ । ବାରମ୍ବାର ଆତଙ୍କବାଦୀମାନେ ଆକ୍ରମଣ କରୁଛନ୍ତି ।  ୨୨/୧୧, ଉରୀ, ପୁଲଓ୍ବାମା ଏବଂ ପହଲଗାମ ଭଳି ଆତଙ୍କବାଦୀ ଆକ୍ରମଣରେ ପାକିସ୍ତାନର ସମ୍ପୃକ୍ତି ରହିଥିବାବେଳେ ସେମାନଙ୍କ ସେଲିବ୍ରିଟିଙ୍କ ଉପରେ ପ୍ରତିବନ୍ଧକ ଲଗାଯାଉ ବୋଲି ଅଭିଯୋଗ କରାଯାଇଥିବା ସୂଚନା ମିଳିଛି ।

Tags: BanindiaPakistasocial media
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ପଞ୍ଝାରେ ଟିଟିଲାଗଡ଼ ପୂର୍ତ୍ତ ବିଭାଗ ଏସଡିଓ ଡିଲେଶ୍ୱର ମାଝୀ

ଭିଜିଲାନ୍ସ ପଞ୍ଝାରେ ଟିଟିଲାଗଡ଼ ପୂର୍ତ୍ତ ବିଭାଗ ଏସଡିଓ ଡିଲେଶ୍ୱର ମାଝୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ନାରାବାଜି କରିବାକୁ ମନା
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ
  • ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଖବର

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.