Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମହାପ୍ରଭୁଙ୍କ ଅଧରପଣା ନୀତି

Sanchar Live by Sanchar Live
July 7, 2025
in ଓଡିଶା
0
ଆଜି ମହାପ୍ରଭୁଙ୍କ ଅଧରପଣା ନୀତି
0
SHARES
21
VIEWS
FacebookTwitter

ମହାପ୍ରଭୁଙ୍କ ଅଧରାମୃତ ପାନ କରିବେ ରଥ ପାର୍ଶ୍ବ ଦେବାଦେବୀ ଓ ଚଣ୍ଡୀ ଚାମୁଣ୍ଡା । ଦ୍ବାଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଅଧର ଛୁଉଁଥିବା ତୁମ୍ଭାକାର ମାଟିହାଣ୍ଡିରେ ପଣା ଭୋଗ ପରେ ଅଶରୀରୀଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ହେବ ।  ମହାପ୍ରଭୁଙ୍କ ଅଧର ସ୍ପର୍ଶ କରୁଥିବାରୁ ଏହି ପଣାକୁ ଭକ୍ତମାନେ ମଧ୍ୟ ପ୍ରସାଦ ଭାବେ ପାଇଥାଆନ୍ତି । ରଥାରୂଢ଼ ଶ୍ରୀବିଗ୍ରମାନଙ୍କ ଅଧର ପର୍ଯ୍ୟନ୍ତ ହାଣ୍ଡିରେ ପଣା ଭର୍ତ୍ତି ହେଉଥିବାରୁ ଏହାକୁ ଅଧରପଣା କୁହାଯାଏ ବୋଲି ଗବେଷକମାନେ ମତ ଦିଅନ୍ତି । ପ୍ରତିରଥରେ ତିନିଟି କରି ୯ଟି ହାଣ୍ଡି ଭୋଗ ହୁଏ । ପାଳିଆ ପୂଜାପଣ୍ଡା ପଞ୍ଚୋପଚାରରେ ପୂଜା କରିଥାଆନ୍ତି  । ମହାପ୍ରଭୁଙ୍କ ଅଧର ସ୍ପର୍ଶ ପଣା ହାଣ୍ଡି ଭୋଗ ହେବା ପରେ ଭଙ୍ଗାଯିବାର ପରମ୍ପରା ଅନନ୍ୟ। ଜନଶ୍ରୁତି ଅନୁଯାୟୀ ରଥ ଉପରେ ଠାକୁରମାନଙ୍କ ଉଦ୍ଦେଶ୍ୟରେ ଅଧର ପଣା ଭୋଗ ହୋଇ ରଥର ପାର୍ଶ୍ବ ଦେବଦେବୀ ଓ ଅନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କ ପାଇଁ ଅଧର ହାଣ୍ଡି ଭଙ୍ଗା ଯାଇଥାଏ।

Tags: adharpanaodisharathajatra
ShareTweetShareSend
Sanchar Live

Sanchar Live

Next Post
୪୪ ବର୍ଷରେ ପାଦ ଥାପିଲେ ଥାଲା

୪୪ ବର୍ଷରେ ପାଦ ଥାପିଲେ ଥାଲା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.