Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ହୀରାକୁଦର ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ

Sanchar Live by Sanchar Live
July 7, 2025
in ଓଡିଶା
0
ହୀରାକୁଦର ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
0
SHARES
44
VIEWS
FacebookTwitter

ହୀରାକୁଦର ୨୦ଟି ଗେଟ୍‌ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମପଟରେ ୧୩ଟି ଓ ଡାହାଣ ପଟେ ୭ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ଏବେ ହୀରାକୁଦ ଜଳ ଭଣ୍ଡାରର ଜଳସ୍ତର ୬୦୯ ଦଶମିକ ୮୧ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୮୯ ହଜାର ୯୪୩ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୨ ଲକ୍ଷ ୬୯ ହଜାର ୫୨୮ କ୍ୟୁସେକ୍ ଜଳ । ସ୍ପିଲ୍‌ୱେ ପାଇଁ ୨ ଲକ୍ଷ ୩୦ ହଜାର ୫୪୪ କ୍ୟୁସେକ୍ ପାଣି ଯାଉଥିବା ବେଳେ ପାୱାର ଚେନାଲ ପାଇଁ ୩୫ ହଜାର ୧୧୮ କ୍ୟୁସେକ୍ ପାଣି ଛଡ଼ାଯାଉଛି । ହୀରାକୁଦ ନଦୀବନ୍ଧରେ ମୋଟ୍‌ ୯୮ଟି ଗେଟ୍ ରହିଛି । ଏଥିରୁ ୬୪ଟି ସ୍ଲୁଇସ୍ ଗେଟ୍‌ ଓ ୩୪ଟି କ୍ରେଷ୍ଟ ଗେଟ୍‌ ରହିଛି । ହୀରାକୁଦ ନଦୀବନ୍ଧରେ ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ।

ମହାନଦୀରୁ ହୀରାକୁଦ ଜଳଭଣ୍ଡାରକୁ ଜଳପ୍ରବାହ କମୁଛି। ଗତକାଲି ସାଢ଼େ ୪ ଲକ୍ଷ କ୍ୟୁସେକ୍‌ରୁ ଅଧିକ ପାଣି ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ଆଜି ସନ୍ଧ୍ୟା ୬ଟାରେ ଏହା ୨,୬୦,୦୧୯ କ୍ୟୁସେକ୍‌କୁ ଖସି ଆସିଛି। ଏହି ସମୟରେ ଜଳଭଣ୍ଡାରର ଜଳସ୍ତର ୬୨୧.୭୧ ଫୁଟ୍‌ ରହିଥିଲା ଓ ଜଳଭଣ୍ଡାରରୁ ୩,୩୭,୩୪୬ କ୍ୟୁସେକ୍ ଜଳ ନିଷ୍କାସିତ ହେଉଥିଲା।

ସେପଟେ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ୮ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ନୂଆପଡ଼ା ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ୧୪ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ସମ୍ବଲପୁରର ମହୁଲପାଲିଠାରେ ଅତ୍ୟନ୍ତ ଭାରି ବର୍ଷା ରେକର୍ଡ କରାଯାଇଛି । ମହୁଲପାଲିରେ ୫୪୭ ଦଶମିକ ୬ ମିଲିମିଟର ବର୍ଷା ରେକର୍ଡ କରିଛି ପାଣିପାଗ ବିଭାଗ । ଯାହା ଓଡ଼ିଶାରେ ଚଳିତ ମୌସୁମୀ ଋତୁରେ ସର୍ବୋଚ୍ଚ ରେକର୍ଡ କରାଯାଇଥିବା ବର୍ଷାର ପରିମାଣ । ତେବେ ଉପରମୁଣ୍ଡରେ ଏଭଳି ବର୍ଷା ଜାରି ରହିଲେ ହୀରାକୁଦ ଜଳସ୍ତର ଆହୁରି ବୃଦ୍ଧି ପାଇପାରେ ।

 

Tags: hirakudadamsambalpur
ShareTweetShareSend
Sanchar Live

Sanchar Live

Next Post
ବିଏଡ୍‌ ପ୍ରବେଶିକା ପରୀକ୍ଷା ଜାଲିଆତି; ଏସ୍‌ଏସ୍‌ବିର ଭୁଲ୍‌, ତଣ୍ଡ ଗଣିବେ ପରୀକ୍ଷାର୍ଥୀ…

ବିଏଡ୍‌ ପ୍ରବେଶିକା ପରୀକ୍ଷା ଜାଲିଆତି; ଏସ୍‌ଏସ୍‌ବିର ଭୁଲ୍‌, ତଣ୍ଡ ଗଣିବେ ପରୀକ୍ଷାର୍ଥୀ…

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ
  • ଆଜି ଏହି ରାଶିର ଲୋକଙ୍କୁ ମିଳିବ ଖୁସି ଖବର
  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.