Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

Sanchar Live by Sanchar Live
July 18, 2025
in ଓଡିଶା
0
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ
0
SHARES
190
VIEWS
FacebookTwitter

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ । ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏହା ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ । ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢିବ। ୨୬ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବର୍ଷା ପ୍ରଭାବ । ୨୪ ଓ ୨୫ରେ ସବୁଠୁ ଅଧିକ ବର୍ଷା ସମ୍ଭାବନା ରହିଛି  ।

ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ । ଲଘୁଚାପଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବଲେ ପ୍ରବଳ ବର୍ଷା ହେବ । ପରବତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସୀମାନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।

Tags: low pressureodishaweatherreport
ShareTweetShareSend
Sanchar Live

Sanchar Live

Next Post
ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?

ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା
  • ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ନାରାବାଜି କରିବାକୁ ମନା
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.