Monday, June 29, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ଚିତାଲାଗି ଅମାବାସ୍ୟା : ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Sanchar Live by Sanchar Live
July 23, 2025
in ଓଡିଶା
0
ଆସନ୍ତାକାଲି ଚିତାଲାଗି ଅମାବାସ୍ୟା : ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
0
SHARES
30
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତାକାଲି ଚିତାଲାଗି ଅମାବାସ୍ୟା ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର । ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ । ଅପରାହ୍ଣ ୨ଟା ୩୦ରୁ ସଂଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ମହାପ୍ରଭୁଙ୍କ ମସ୍ତକରେ ସୁବର୍ଣ୍ଣ ଚିତା ଲାଗି ହେବ। ଭୋଗ ମଣ୍ଡପ ଶେଷ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଶ୍ରାବଣ ମାସର ଚିତାଲାଗି ଅମାବାସ୍ୟା ତିଥିରେ ପରମ୍ପରା ଅନୁସାରେ ଦଇତାପତିମାନେ ମହାପ୍ରଭୁଙ୍କ ମସ୍ତକରୁ ସ୍ନାନପୂର୍ଣ୍ଣିମା ଦିନ ଖୋଲାଯାଇଥିବା ରତ୍ନ ଚିତାକୁ ଦଇତାପତିମାନେ ଏହି ଦିନ ଲଗାଇଥାନ୍ତି । ଜଗନ୍ନାଥଙ୍କୁ ଶୁଭ୍ର ହୀରା ,ବଳଭଦ୍ରଙ୍କୁ ନୀଳା ଓ ସୁଭଦ୍ରାଙ୍କୁ ଦୁର୍ମୂଲ୍ୟ ପାନ୍ନା ଖଚିତ ରତ୍ନଚିତା ଲାଗି ହେବ ।

ଖବର ଅନୁଯାୟୀ, ସ୍ନାନପୂର୍ଣ୍ଣମୀରେ ଅତ୍ୟଧିକ ସ୍ନାନ ହେତୁ ମହାପ୍ରଭୁ ଅଣସର ପିଣ୍ଡିରେ ଜ୍ବରରେ ପୀଡିତ ହୋଇପଡିଥିବା ବେଳେ ସୁବର୍ଣ୍ଣ ଖଚିତ ଚିତାକୁ କାଢ଼ି ଦିଆଯାଇଥିଲା । ସେହି ଚିତାକୁ ଭଣ୍ଡାର ଘରେ ସୁରକ୍ଷିତ ରଖାଯାଇଥିବା ବେଳେ ଆଜି ଅମାବାସ୍ୟା ତିଥିରେ ଭଣ୍ଡାର ଘରୁ ଅଣାଯାଇ ମହାପ୍ରଭୁଙ୍କ ଶ୍ରୀମସ୍ତକରେ ଲାଗି କରାଯିବ । ଏହା ଗୁପ୍ତ ନୀତି ହୋଇଥିବାରୁ ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ପରେ ଆପାତଃ ଦିନ ୨ଟା ୩୦ ରୁ ସନ୍ଧ୍ୟା ୬ଟା ୩୦ମଧ୍ୟରେ ଚିତା ଲାଗି କରାଯିବ । ଏହି ସମୟରେ ସାଧାରଣ ଦର୍ଶନ ପ୍ରାୟ ୪ ଘଣ୍ଟା ଧରି ବନ୍ଦ ରହିବା ନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ସମୟରେ ପାର୍ଶ୍ବ ଦେବଦେବୀଙ୍କୁ ଦର୍ଶନ କରି ପାରିବେ ଭକ୍ତ ।

Tags: jay jaganathpuri
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରୁ ମାରାତ୍ମକ ସିଂଥେଟିକ ଡ୍ରଗ୍ସ ଠାବ

ରାଜଧାନୀରୁ ମାରାତ୍ମକ ସିଂଥେଟିକ ଡ୍ରଗ୍ସ ଠାବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦୁଝର ପୁଅ ଦୁର୍ଗାପ୍ରସାଦଙ୍କୁ ସମ୍ମାନଜନକ ଡକ୍ଟରେଟ୍
  • ପ୍ରାଇଭେଟ୍ ପାର୍ଟରେ ଲୁଚାଇ କରୁଥିଲେ ନିଶା କାରବାର, ଏମିତି ଧରିଲା ପୋଲିସ
  • ବାହାଘର ଭୋଜିରେ ମଟନ୍ ବଦଳରେ ଚିକେନ୍ ଦେବାରୁ କ୍ୟାଟରିଂ ଯୁବଙ୍କ ଗଳା କାଟିଦେଲେ
  • ମହିଳା ଟି-୨୦ ବିଶ୍ବକପ୍‌: ସେମିଫାଇନାଲ ପାଇଁ ଲଢ଼ିବ ଭାରତ
  • ଆଜି ଦଳରେ ସ୍ଥାନ ପାଇବେ ତ ବୈଭବ?

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.