Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ପକ୍ଷରୁ ୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ

Sanchar Live by Sanchar Live
July 24, 2025
in ଓଡିଶା
0
ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ପକ୍ଷରୁ ୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ
0
SHARES
37
VIEWS
FacebookTwitter

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷକତାରେ ଗୁରୁବାର ବସିଥିବା ୧୩୮ତମ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୪,୯୮୨.୬୬ କୋଟି ଟଙ୍କାର ୨୩ଟି ନୂତନ ନିବେଶ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି ପ୍ରସ୍ତାବଗୁଡ଼ିକ ରାଜ୍ୟର ୧୨ଟି ଜିଲ୍ଲାରେ ୧୧,୯୩୩ଟି ନିଯୁକ୍ତି ସୃଷ୍ଟି କରିବ।

ଯେଉଁସବୁ କ୍ଷେତ୍ରରେ ଏସବୁ ନିବେଶ ଆସିଛି ସେଗୁଡ଼ିକ ମଧ୍ୟରେ ରହିଛି ପୋଷାକ ଏବଂ ବୟନଶିଳ୍ପ, ଇସ୍ପାତ ଏବଂ ଡାଉନଷ୍ଟ୍ରିମ୍ ଶିଳ୍ପ, ଖାଦ୍ୟ ଏବଂ ପାନୀୟ, ରାସାୟନିକ ପଦାର୍ଥ, ଔଷଧ, ଶକ୍ତି ଏବଂ ନବୀକରଣୀୟ ଶକ୍ତି, ଆଇଟି ଏବଂ ଆଇଟିଇଏସ୍, ପର୍ଯ୍ୟଟନ, ଏବଂ ମହାକାଶ ଏବଂ ପ୍ରତିରକ୍ଷା ।

ଏସବୁ ନିବେଶ ପ୍ରସ୍ତାବଗୁଡ଼ିକ ମଧ୍ୟରେ ସର୍ବାଧିକ ନିବେଶ  ପ୍ରସ୍ତାବ ଲୁମିନସ ପାଓ୍ବାର ଟେକନଲୋଜୀ ପକ୍ଷରୁ ଦିଆଯାଇଛି। କମ୍ପାନି ଗୋପାଳପୁରଠାରେ ସୋଲାର ସେଲ ଓ ସୋଲାର ଫଟୋ ଭୋଲଟାଇକ୍ ମଡ୍ୟୁଲ ଉତ୍ପାଦନ କେନ୍ଦ୍ର ସ୍ଥାପନ କରିବ । ସେହପରି ଲିଣ୍ଡେ ଇଣ୍ଡିଆ ସୁନ୍ଦରଗଡ଼ ଜିଲ୍ଲାରେ ୫୧୦ କୋଟି ଟଙ୍କା ନିବେଶରେ ଏକ ଏୟାର ସେପାରେସନ ୟୁନିଟ ସ୍ଥାପନ କରିବ । ଜଟିଆ ଷ୍ଟିଲ ପକ୍ଷରୁ ଯାଜପୁରରେ ଏକ ଷ୍ଟିଲ ଷ୍ଟ୍ରକଚର ଉତ୍ପାଦନ କେନ୍ଦ୍ର ସ୍ଥାପନ କରାଯିବ । ଏଥିପାଇଁ କମ୍ପାନି ୪୫୧ କୋଟି ଟଙ୍କା ନିବେଶ କରିବ । ଅନ୍ଯପକ୍ଷରେ ହିନ୍ଦୁସ୍ତାନ ଆକ୍ବା ପକ୍ଷରୁ ସୁନ୍ଦରଗଡ଼ରେ ୩୨୦ କୋଟି ଟଙ୍କା ବ୍ୟୟରେ ଏକ ବେଭରେଜ ମାନୁଫାକଚରିଂ ୟୁନିଟ୍ ସ୍ଥାପନ କରାଯିବ । ବୋନଭି ଟେକନଲୋଜୀ ଖୋର୍ଦ୍ଧା ଜିଲ୍ଲାରେ ଏକ ଡ୍ରୋନ ଉତ୍ପାଦନ କାରଖାନା ସ୍ଥାପନ କରିବାକୁ ପ୍ରସ୍ତାବ ଦେଇଛି । ଏଥିପାଇଁ ୩୦୦ କୋଟି ବ୍ୟୟ ହେବ ।

ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.