Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ହେବ ପାଳନ

Sanchar Live by Sanchar Live
July 27, 2025
in ଓଡିଶା
0
ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ହେବ ପାଳନ
0
SHARES
57
VIEWS
FacebookTwitter

ହେଲା ନୂଆଁଖାଇ ଲଗ୍ନ । ଆଦି ସଂସ୍କୃତି ଆଦି ପରମ୍ପରାର ପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହେଲା । ବଲାଙ୍ଗିର ଶୈଳଶ୍ରୀ ପ୍ୟାଲେସ ଠାରେ ରବିବାର ଏନେଇ ତାରିଖ ଓ ସମୟ ଘୋଷଣା କରିଛନ୍ତି ରାଜ ପୁରୋହିତ । ମା’ ପାଟଣେଶ୍ୱରୀ, ମା’ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ସହ ପାଟଣା ମହାରାଜଙ୍କ ରାଶି ନକ୍ଷତ୍ର ଅନୁଯାୟୀ ପଣ୍ଡିତ ମହାସଭାରେ ଲଗ୍ନ ଧାର୍ଯ୍ୟ ନିର୍ଦ୍ଧାରିତ ହୋଇଛି ।

ତେବେ ଭାଦ୍ରବ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଆସନ୍ତା ମାସ ୨୮ ତାରିଖ ଦିନ ୯ଟା ୪୭ ମିନିଟ୍‌ରୁ ୧୧ଟା ୧୧ ମିନିଟ୍ ମଧ୍ୟରେ ପାଟଣା ଇଷ୍ଟଦେବୀ ପାଟଣେଶ୍ୱରୀଙ୍କ ପାଖରେ ନବାନ୍ନ ଅର୍ପଣ କରାଯିବ ।   ନୂଆଁଖାଇର ଆଦ୍ୟ ପରମ୍ପରା ପ୍ରଥମ କାର୍ଯ୍ୟ ଯାହା କି ଏହି ଲଗ୍ନ ଧାର୍ଯ୍ୟ ପରମ୍ପରା ।  ପ୍ରତିବର୍ଷ ବଲାଙ୍ଗିର ଜିଲ୍ଲାରେ ପ୍ରଥମେ ଧାର୍ଯ୍ୟ ହୋଇଥାଏ ନୂଆଁଖାଇ ଲଗ୍ନ ।

 

Tags: Nuakhaiodisha
ShareTweetShareSend
Sanchar Live

Sanchar Live

Next Post
ଏବେ ସ୍କୁଲରେ ପଢାଯିବ ‘ଅପରେସନ ସିନ୍ଦୂର’ ଉପରେ ସ୍ବତନ୍ତ୍ର ପାଠ୍ୟକ୍ରମ

ଏବେ ସ୍କୁଲରେ ପଢାଯିବ ‘ଅପରେସନ ସିନ୍ଦୂର’ ଉପରେ ସ୍ବତନ୍ତ୍ର ପାଠ୍ୟକ୍ରମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.