Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ଜାଣନ୍ତୁ କଣ ରହିଛି ଦାମ

Sanchar Live by Sanchar Live
July 27, 2025
in ଓଡିଶା
0
ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ଜାଣନ୍ତୁ କଣ ରହିଛି ଦାମ
0
SHARES
46
VIEWS
FacebookTwitter

ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି । ତେବେ ଆଜି ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶାରେ କେତେ ରହିଛି ସୁନା ଦର? ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୯,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୧ ,୬୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୯,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୧ ହଜାର ୬୦୦ ଟଙ୍କାକୁ ପହଞ୍ଚିଛି ।

ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୯,୯୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୧ ହଜାର ୬୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୦୦, ୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ୯୧,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୯,୯୩୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୧ ହଜାର ୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୯,୯୩୦ ଓ ୯୧ ହଜାର ୬୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୧୬ ,୦୦୦ ଟଙ୍କା ହୋଇଛି ।

କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

Tags: Gold priceindia
ShareTweetShareSend
Sanchar Live

Sanchar Live

Next Post
ମୋଦିଙ୍କ ‘ମନ୍ କି ବାତ୍: କେନ୍ଦୁଝରର ସଂକୀର୍ତ୍ତନ ମଣ୍ଡଳୀ ଏବଂ ମୟୂରଭଞ୍ଜର ସାନ୍ତାଳୀ ଶାଢ଼ିକୁ କଲେ ପ୍ରଶଂସା

ମୋଦିଙ୍କ ‘ମନ୍ କି ବାତ୍: କେନ୍ଦୁଝରର ସଂକୀର୍ତ୍ତନ ମଣ୍ଡଳୀ ଏବଂ ମୟୂରଭଞ୍ଜର ସାନ୍ତାଳୀ ଶାଢ଼ିକୁ କଲେ ପ୍ରଶଂସା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.