Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ଋଷରେ ବଡ଼ ଧରଣର ଭୂମିକମ୍ପ

Sanchar Live by Sanchar Live
July 30, 2025
in ବିଦେଶ
0
ଋଷରେ ବଡ଼ ଧରଣର ଭୂମିକମ୍ପ
0
SHARES
22
VIEWS
FacebookTwitter

ଋଷର ପୂର୍ବ କୈମଚଟକା ଅଞ୍ଚଳରେ ସକାଳୁ ସକାଳୁ ବଡ଼ ଧରଣର ଭୂମିକମ୍ପ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୮.୭ ରହିଛି । ୟୁଏଏସ୍ ଜିୟୋଲୋଜିକାଲ ସର୍ଭେର ସୂଚନା ମୁତାବକ, ଭୂମିକମ୍ପର କେନ୍ଦ୍ରସ୍ଥଳ ସମୁଦ୍ର ଗର୍ଭରେ ସୃଷ୍ଟି ହୋଇଛି । ଫଳରେ ଜାପାନ ଓ ଆମେରିକାର ଏଜେନ୍ସି ସୁନାମୀର ଆଲର୍ଟ ଜାରି କରିଛନ୍ତି ।

ଋଷ ସହ ଜାପାନ ଓ ଆମେରିକାର କାଲିଫର୍ଣ୍ଣିଆରେ ମଧ୍ୟ ସୁନାମୀ ଆଲର୍ଟ ଜାରି କାରାଯାଇଛି । ସମୁଦ୍ରରେ ବଡ଼ ଲହଡ଼ି ଆସିବା ସହ ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି  ହେବ ବୋଲି ଆଲର୍ଟ କରାଯାଇଛି । ୟୁଏଏସ୍ ଜିୟୋଲୋଜିକାଲ ସର୍ଭେ ମୁତାବକ, ଭୂମିକମ୍ପର କେନ୍ଦ୍ରସ୍ଥଳୀ ସମୁଦ୍ରର ଗର୍ଭର ମାତ୍ର ୧୯ କିଲୋମିଟର ତଳେ ହୋଇଛି । ଏହି ଭୂକମ୍ପରେ ଋଷ ସହ ଜାପାନର ହୋକାଇଦୋ, କାଣ୍ଟୋସ୍ ଇଜୁ ଓ ଓଗାସାବନା ଦ୍ବୀପ ଗୁଡ଼ିକରେ ସୁନାମୀ ଆଲର୍ଟ ଜାରି କରାଯାଇଛି । ଏସବୁ ଅଞ୍ଚଳରେ ଲୋକଙ୍କୁ ଉଚ୍ଚ ଓ ସୁରକ୍ଷିତ ସ୍ଥାନକୁ ପଳାଇଯିବାକୁ କୁହାଯାଇଛି।

ଋଷରେ ଏହି ଭୂକମ୍ପ ଫଳରେ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଥିବାବେଳେ ଅନ୍ୟ କ୍ଷୟକ୍ଷତି ନେଇ ବିଶେଷ କିଛି ସୂନା ଏଯାଏଁ ମିଳିନାହିଁ ।

Tags: earthquakeRusia
ShareTweetShareSend
Sanchar Live

Sanchar Live

Next Post
ଓଜନ ବୃଦ୍ଧି ନେଇ ଚିନ୍ତିତ କି ?

ଓଜନ ବୃଦ୍ଧି ନେଇ ଚିନ୍ତିତ କି ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.