Thursday, June 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି?

Sanchar Live by Sanchar Live
August 1, 2025
in ଜୀବନ ଶୈଳୀ
0
ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
0
SHARES
165
VIEWS
FacebookTwitter

ମେଷ:- କରିଆସୁଥିବା କାମରେ ଆପଣଙ୍କୁ ଲାଭ ମିଳିପାରେ । ଆପଣଙ୍କ ସକାରାତ୍ମକ ବିଚାରରେ ଲୋକେ ପ୍ରଭାବିତ ହେବେ । ଛାତ୍ରଛାତ୍ରୀଙ୍କ ଖୁସି ଲାଗି ଦିନଟି ନୂଆ ଅବସର ନେଇ ଆସିବ ।

ବୃଷ:- ପରିବାର ସହିତ ଧର୍ମାନୁଷ୍ଠାନକୁ ସ୍ଥାନକୁ ଯାଆନ୍ତୁ ଶୁଭ ହେବ। ଅତୀତ କଥା ପାସୋରି ନୂଆ କାମ ଶୁଭାରମ୍ଭ କରନ୍ତୁ । ସଂଚାର ଓ ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ ।

ମିଥୁନ:- ଆପଣଙ୍କର ଧ୍ୟାନ ଆଧ୍ୟାତ୍ମିକ ଦିଗକୁ ଅଧିକ ରହିବ । ଲୋକଙ୍କୁ ନିଜ ଆଡ଼କୁ ଆକର୍ଷିତ କରିବାରେ ସଫଳ ହେବେ । ଜମିରେ ଲାଗି ରହିଥିବା ବିବାଦ ସମାପ୍ତ ହୋଇଯିବ । ଶିକ୍ଷକଙ୍କ ଲାଗି ଦିନଟି ଭଲ ।

କର୍କଟ:- ସାରାଦିନ କାମରେ ବ୍ୟସ୍ତ ରହିବେ । ଆପଣଙ୍କର ଉଦାର ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ । ଘରକୁ ଅତିଥି ଆସିପାରନ୍ତି ।

ସିଂହ:- ଆୟ ବୃଦ୍ଧିର ନୂଆ ମାର୍ଗ ଖୋଲିବ । ଅଫିସରେ ସହକର୍ମୀଙ୍କ ଉପରେ ରାଗନ୍ତୁ ନାହିଁ । ବିବାହିତା ଘରର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ ।

କନ୍ୟା:- ବ୍ୟବସାୟୀଙ୍କ ଲାଗି ଲାଭଦାୟକ ରହିବ । ବହୁଦିନ ପରେ ଅନ୍ତରଙ୍ଗ ବନ୍ଧୁ ସହିତ ଫୋନରେ କଥା ହେବେ । କଳାକ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ସଫଳତା ମିଳିପାରେ ।

ତୁଳା:- କାରବାର ଲାଗି ଦିନଟି ଭଲ ରହିବ । ବନ୍ଧୁ ଠାରୁ ଆର୍ଥିକ ସହାୟତା ମିଳିପାରେ । ଆପଣଙ୍କ ଭଲ ବ୍ୟବହାରରେ ଅଫିସର ଲୋକ ପ୍ରଭାବିତ ହେବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ ।

ବିଛା:- ଆପଣ ଯଥେଷ୍ଟ କାମ ସଂପୂର୍ଣ୍ଣ କରିପାରିବେ । ଆର୍ଥିକ ସ୍ଥିତି ସୁଧାର ହୋଇପାରେ । ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ । ଜୀବନସାଥୀଙ୍କ ସ୍ନେହ ଓ ଆଦର ପାଇବା ହେତୁ ଆନନ୍ଦିତ ହେବେ ।

ଧନୁ:- ଆପଣଙ୍କ ବିଚାର ସକାରାତ୍ମକ ରଖନ୍ତୁ । କ୍ୟାରିୟର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ । ଦିନଟି ଆପଣଙ୍କ ପାଇଁ ଶୁଭ ହେବ । ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ ।

ମକର:- ଶାନ୍ତି ଓ ଧୈର୍ଯ୍ୟଧରି କାମ କରନ୍ତୁ ସଫଳତାର ପାହଚ ଚଢ଼ିବେ । ବାହାରକୁ ଯାତ୍ରା କରିପାରନ୍ତି । ସନ୍ଧ୍ୟାରେ କୌଣସି ବନ୍ଧୁ ବା ଜୀବନସାଥୀ ସହ ସମୟ ଅତିବାହିତ କରିବେ ।

କୁମ୍ଭ:- ଅଫିସରେ କାମ ସଂପୂର୍ଣ୍ଣ କରିବାରେ ବାଧା ଆସିପାରେ । ହେଲେ ଉଚ୍ଚ ଅଧିକାରୀଙ୍କ ସହଯୋଗରେ କାମ ପୂରା ହେବ । ଖେଳାଳୀଙ୍କର ପ୍ରଦର୍ଶନ ଭଲ ରହିବ । ଜମି ବେପାରୀଙ୍କ ଲାଗି ଦିନଟି ଶୁଭ ।

ମୀନ:- ଚାକିରି ବୃତ୍ତିରେ ଅଧୁରା ସ୍ବପ୍ନ ପୂରା ହୋଇପାରେ । ଧନଲାଭର ନୂଆ ମାର୍ଗ ଖୋଲିବ। ମନୋରଂଜନ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ । ବିବାହିତାଙ୍କୁ ପାରିବାରିକ ଖୁସି ମିଳିବ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ମାହାଙ୍ଗା ବ୍ଲକ୍ କର୍ମଚାରୀଙ୍କ ଦରମା ବନ୍ଦ

ମାହାଙ୍ଗା ବ୍ଲକ୍ କର୍ମଚାରୀଙ୍କ ଦରମା ବନ୍ଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବେଦୀରେ ବସିବା ପରେ ବଦଳିଗଲା ବରର ମନ
  • ଶ୍ରୀମନ୍ଦିରରେ ହେବ ଇ- ହୁଣ୍ଡି ବ୍ୟବସ୍ଥା
  • ଆଫଗାନିସ୍ତାନ ବିପକ୍ଷ ଦିନିକିଆ ଶୃଙ୍ଖଳାରୁ ବାଦ୍ ପଡିଲେ ବିରାଟ
  • ଆଜି ପୁଣି କମିଲା ସୁନା ଦର, ଜାଣନ୍ତୁ କେତେ?
  • ବିହାରରେ ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ, ୩ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.