Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଅନିଲ ଅମ୍ବାନୀଙ୍କୁ ଇଡ଼ିର ସମନ

Sanchar Live by Sanchar Live
August 1, 2025
in ଭାରତ
0
ଅନିଲ ଅମ୍ବାନୀଙ୍କୁ ଇଡ଼ିର ସମନ

Oplus_131072

0
SHARES
19
VIEWS
FacebookTwitter

ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ଅନିଲ ଅମ୍ବାନୀଙ୍କ ଅଡୁଆ ବଢ଼ିବାରେ ଲାଗିଛି । ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତାଙ୍କୁ ୧୭,୦୦୦ କୋଟି ଟଙ୍କାର ଏକ ବଡ଼ ଧରଣର ଋଣ ଠକେଇ ମାମଲାରେ ପଚରାଉଚରା ପାଇଁ ସମନ ଜାରି କରିଛି ।  ତାଙ୍କୁ ଅଗଷ୍ଟ ୫ ତାରିଖରେ ଦିଲ୍ଲୀ ସ୍ଥିତ ଇଡି ମୁଖ୍ୟାଳୟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି ।  ଏହି ମାମଲାକୁ ନେଇ ନିକଟରେ ଇଡି ପକ୍ଷରୁ ଅନିଲ ଅମ୍ବାନୀଙ୍କ ସହ ଜଡ଼ିତ କମ୍ପାନୀଗୁଡ଼ିକର ଏକାଧିକ ଠିକଣାରେ ଚଢ଼ାଉ କରାଯାଇଥିଲା ।

ସୂଚନା ଅନୁସାରେ, ଏହି ମାମଲା ମନି ଲଣ୍ଡରିଂ ନିବାରଣ ଅଧିନିୟମ (PMLA) ଅଧୀନରେ ରୁଜୁ କରାଯାଇଛି ।  ଇଡି ଅନୁସନ୍ଧାନରୁ ଜଣାପଡିଛି ଯେ, ୟେସ୍ ବ୍ୟାଙ୍କରୁ ପ୍ରାୟ ୩,୦୦୦ କୋଟି ଟଙ୍କାର ଋଣ ଠକେଇ କରାଯାଇଛି ।  ଅଭିଯୋଗ ରହିଛି ଯେ ୨୦୧୭ରୁ ୨୦୧୯ ମଧ୍ୟରେ ୟେସ୍ ବ୍ୟାଙ୍କର ପ୍ରମୋଟରମାନଙ୍କୁ ଲାଞ୍ଚ ଦେଇ ଏହି ଋଣ ହାସଲ କରାଯାଇଥିଲା ।  ଏହା ବ୍ୟତୀତ, ରିଲାଏନ୍ସ କମ୍ୟୁନିକେସନ୍ସ ଲିମିଟେଡ୍ ଦ୍ୱାରା ପ୍ରାୟ ୧୪,୦୦୦ କୋଟି ଟଙ୍କାର ଆଉ ଏକ ଋଣ ଠକେଇ ଅଭିଯୋଗ ମଧ୍ୟ ତଦନ୍ତ ପରିସରଭୁକ୍ତ ରହିଛି ।

Tags: anil ambaniedmoney landaring
ShareTweetShareSend
Sanchar Live

Sanchar Live

Next Post
RWSS କନିଷ୍ଠ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ଘଟଣାରେ ତଦନ୍ତ: ସସସ୍ତ କର୍ମଚାରୀଙ୍କ ହେବ ପରିସ୍ରା ଟେଷ୍ଟ

RWSS କନିଷ୍ଠ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇବା ଘଟଣାରେ ତଦନ୍ତ: ସସସ୍ତ କର୍ମଚାରୀଙ୍କ ହେବ ପରିସ୍ରା ଟେଷ୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.